CBSE ପରୀକ୍ଷାଫଳ: ପାଟଣାରେ ଆଗୁଆ ଝିଅ, ପୁଷ୍ପିତା କହିଲେ ଭବିଷ୍ୟତରେ ବୈଜ୍ଞାନିକ ଲକ୍ଷ୍ୟ

ପାଟଣା,୧୪।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପୋଷିସ୍ଥିତ ଆଦର୍ଶ ବିଦ୍ୟାଳୟର ସିବିଏସଇ ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ବିଦ୍ୟାଳୟର ଛାତ୍ରୀ ପୁଷ୍ପିତା ମହାକୁଡ଼ ସର୍ବାଧିକ ୯୪.୬ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ସେ ସ୍ଥାନୀୟ ବ୍ୟବସାୟୀ ରଞ୍ଜନ ମହାକୁଡ଼ ଓ ମନୋରମା ପ୍ରଧାନଙ୍କ କନ୍ୟା। ଭବିଷ୍ୟତରେ ସେ ବୈଜ୍ଞାନିକ ହେବାର ରଲକ୍ଷ ରଖିଥିବା କହିଛନ୍ତି।
ଦ୍ୱିିତୀୟ ସ୍ଥାନରେ ଜୟଶ୍ରୀ ଜୟସ୍ମିତା ଖଟୁଆ ୯୨.୮ ପ୍ରତିଶତ ନମ୍ବର ରଖିଥିବା ବେଳେ ତୃତୀୟ ସ୍ଥାନରେ ସୋନାଲିକା ଗାରଡ଼ିଆ ୯୧.୪ପ୍ରତିଶତ ଓ ଚତୁର୍ଥ ସ୍ଥାନରେ ଗୁପ୍ତେଶ୍ୱରି ମହାନ୍ତ ୯୦.୨ପ୍ରତିଶତ ନମ୍ବର ରଖିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀରେ ୬୬ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫୨ଜଣ ପାଶ କରିଥିବା ବେଳେ ୧୪ଜଣ ଅକୃତକାର୍ଯ୍ୟ ହୋଇଥିବା ଅଧ୍ୟକ୍ଷ ଦେବ ଦତ୍ତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଳେଷା ନକ୍ଷତ୍ରରେ ପ୍ରବେଶ କଲେ ଦେବଗୁରୁ ବୃହସ୍ପତି: ଏହି ୪ ରାଶିଙ୍କ ଭାଗ୍ୟ ହେବ ଉଜ୍ଜ୍ୱଳ, ହେବେ ମାଲାମାଲ

ଗୁରୁ ଗ୍ରହ ବୁଧଙ୍କ ନକ୍ଷତ୍ରରେ ରହିବା ଯୋଗୁ କ୍ୟାରିୟର, ଚାକିରି, ବ୍ୟବସାୟ ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିପାରେ। ଜ୍ୟୋତିଷ ଅନୁସାରେ ଗୁରୁ ଗ୍ରହଙ୍କୁ ଜ୍ଞାନ ଏବଂ…

ଓଲା, ଉବର-ରାପିଡୋ ଭଳି ଆପ୍‌ ଆଧାରିତ ଯାତ୍ରୀ ସେବା ପାଇଁ ନୂଆ ନିୟମ: ସେପ୍ଟେମ୍ବର ୧ରୁ ହେବ ଲାଗୁ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୯।୮: ଓଲା-ଉବର, ରାପିଡୋ ସମେତ ଆପ୍‌ ଆଧାରିତ ଯାତ୍ରୀ ସେବା ଦେଉଥିବା ଗାଡ଼ିଗୁଡ଼ିକ ଉପରେ ଏବେ ପରିବହନ ବିଭାଗର ନିୟମ କଡ଼ା ହେବାକୁ ଯାଉଛି। ଆପ୍‌…

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି।…

ସ୍ଥାୟୀ ନୂଆ ଡିଜିପି କିଏ ହେବେ: ଧରୁଛି ଜାତୀୟସ୍ତର ରଙ୍ଗ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ):ଓଡ଼ିଶାର ସ୍ଥାୟୀ ନୂଆ ଡିଜିପି କିଏ ହେବେ ତାହା କିଛିଦିନ ହେବ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ରାୟ ଉପରେ ନିର୍ଭରକରୁଛି। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟରେ ଏ ବିଷୟରେ…

ହୋଟେଲ ଉଦଘାଟନର କିଛି ସମୟ ପୂର୍ବରୁ ଚାଲିଗଲା ବ୍ୟବସାୟୀଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଭଞ୍ଜନଗର ବାଗଦେବୀ ରୋଡରେ ରହୁଥିବା ବିଶ୍ୱଜିତ୍‌ ପାତ୍ର (୨୫) ବୁଧବାର ସକାଳେ ବିଦ୍ୟୁତ ବୋର୍ଡରେ ପ୍ଲଗ ଲଗାଉଥିବା ସମୟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି।…

ସୁପ୍ରିମକୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତେ ଅପରାଧିକ ମାମଲା

ଭୁବନେଶ୍ୱର, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ…

ସୁପ୍ରିମକୋର୍ଟରେ ବଡ଼ ଖୁଲାସା: ୧୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପରାଧିକ ମାମଲା; ତାଲିକାରେ ଓଡ଼ିଶା, ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ…

ନୂଆଦିଲ୍ଲୀ, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri