ପଦ୍ମପୁରର ୬ ସ୍କୁଲର ବାହାରିନାହିଁ CBSE ପରୀକ୍ଷାଫଳ, ଅଭିଭାବକ ମହଲରେ ଉଦ୍‌ବେଗ

ପଦ୍ମପୁର,୧୪।୫(ପ୍ରଦୀପ୍ତ ଦାଶ): ସମଗ୍ର ଦେଶରେ କେନ୍ଦ୍ରୀୟ ବୋର୍ଡ ୨୦୨୫ ଶିକ୍ଷା ବର୍ଷ ଦ୍ୱାଦଶ ଓ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଥିଲା। ହେଲେ ଏଥିରେ ପଦ୍ମପୁର ଉପଖଣ୍ଡର ପ୍ରମୁଖ ୬ଟି ବିଦ୍ୟାଳୟର ଫଳାଫଳ ପ୍ରକାଶ ପାଇ ନ ଥିବାରୁ ଅଭିଭାବକ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି।

ମିଳିଥିବା ସୂଚନା ଅନୁଯାୟୀ, ପଦ୍ମପୁର ଉପଖଣ୍ଡର ପାଇକମାଳ ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁର, ରାଜବୋଡା ସମ୍ବର ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ବାନ୍ଦୁପାଲି, ପଦ୍ମପୁର ପବ୍ଲିକ ସ୍କୁଲ , ଜେନିଥ୍‌ ଲାୟନ୍ସ ଗୁରୁକୁଳ ବିଦ୍ୟାଳୟ ପଦ୍ମପୁର, ସୋହେଲା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ, ଗାଇସିଲେଟ ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ଏହିପରି ମୋଟ ୬ଟି ବିଦ୍ୟାଳୟର ପରୀକ୍ଷାଫଳ ପ୍ରକାଶିତ ହୋଇ ନ ଥିବାରୁ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି l ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ତୁରନ୍ତ ଫଳାଫଳ ପ୍ରକାଶ କରିବାକୁ କେନ୍ଦ୍ରୀୟ ବୋର୍ଡ କର୍ତ୍ତୃପକ୍ଷ ପଦକ୍ଷେପ ନିଅନ୍ତୁ ବୋଲି ଅଭିଭାବକମାନେ ମତ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri