ପଦ୍ମପୁରର ୬ ସ୍କୁଲର ବାହାରିନାହିଁ CBSE ପରୀକ୍ଷାଫଳ, ଅଭିଭାବକ ମହଲରେ ଉଦ୍‌ବେଗ

ପଦ୍ମପୁର,୧୪।୫(ପ୍ରଦୀପ୍ତ ଦାଶ): ସମଗ୍ର ଦେଶରେ କେନ୍ଦ୍ରୀୟ ବୋର୍ଡ ୨୦୨୫ ଶିକ୍ଷା ବର୍ଷ ଦ୍ୱାଦଶ ଓ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଥିଲା। ହେଲେ ଏଥିରେ ପଦ୍ମପୁର ଉପଖଣ୍ଡର ପ୍ରମୁଖ ୬ଟି ବିଦ୍ୟାଳୟର ଫଳାଫଳ ପ୍ରକାଶ ପାଇ ନ ଥିବାରୁ ଅଭିଭାବକ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି।

ମିଳିଥିବା ସୂଚନା ଅନୁଯାୟୀ, ପଦ୍ମପୁର ଉପଖଣ୍ଡର ପାଇକମାଳ ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁର, ରାଜବୋଡା ସମ୍ବର ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ବାନ୍ଦୁପାଲି, ପଦ୍ମପୁର ପବ୍ଲିକ ସ୍କୁଲ , ଜେନିଥ୍‌ ଲାୟନ୍ସ ଗୁରୁକୁଳ ବିଦ୍ୟାଳୟ ପଦ୍ମପୁର, ସୋହେଲା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ, ଗାଇସିଲେଟ ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ଏହିପରି ମୋଟ ୬ଟି ବିଦ୍ୟାଳୟର ପରୀକ୍ଷାଫଳ ପ୍ରକାଶିତ ହୋଇ ନ ଥିବାରୁ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି l ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ତୁରନ୍ତ ଫଳାଫଳ ପ୍ରକାଶ କରିବାକୁ କେନ୍ଦ୍ରୀୟ ବୋର୍ଡ କର୍ତ୍ତୃପକ୍ଷ ପଦକ୍ଷେପ ନିଅନ୍ତୁ ବୋଲି ଅଭିଭାବକମାନେ ମତ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ପରେ ବି ସଜାଡ଼ି ହେଲାନି ଲେଡବନ୍ଧ ରାସ୍ତା: ବିପଦସଂକୁଳ ଅବସ୍ଥାରେ ଚାଲିଛି ଯାନବାହନ ଚଳାଚଳ

ମୋହନା, ୩।୧୧।୨୬: ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ଧୋଇ ହୋଇଯାଇଥିଲା ଲେଡବନ୍ଧ ରାସ୍ତା। ରାସ୍ତାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବାରୁ ପ୍ରଶାସନ ପକ୍ଷରୁ ଯାତାୟାତ ବନ୍ଦ…

ମହିଳାଙ୍କଠାରୁ ମୋବାଇଲ୍‌ ଛଡ଼ାଇବାକୁ ନେଇ ଯୁବକଙ୍କୁ ହତ୍ୟା

ବାରିପଦା, ୩।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଚାଉଁରାଡି ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ମୋବାଇଲ୍‌ ଛଡ଼ାଇବା ଘଟଣାକୁ କେନ୍ଦ୍ର…

ଭଞ୍ଜପୁର ପୋଲିସକୁ ବଡ଼ ସଫଳତା: କାର୍‌ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ, ଲକ୍ଷାଧିକ ଟଙ୍କା ଜବତ, ୩ ଗିରଫ

ବାରିପଦା, ୩/୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ…

ଶିକ୍ଷକ ଅଭାବରେ ଚାଲିଛି ବିଦ୍ୟାଳୟ: ୧୫୩ ଛାତ୍ରୀଛାତ୍ରଙ୍କୁ ମାତ୍ର ୪ ଶିକ୍ଷକ

କର୍ଲାମୁଣ୍ଡା,୩।୧୧(ପ୍ରଦୀପ କୁମାର ସାହୁ): ଶିକ୍ଷାର ବିକାଶ ଓ ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ ଅନେକ ବିଦ୍ୟାଳୟରେ ଏବେ ବି ଶିକ୍ଷକ ଅଭାବ…

ପ୍ରଶାସନର ବିଚିତ୍ର ନୀତି! ଅଟୋ ଚାଳକଙ୍କୁ ହେଲମେଟ ଫାଇନ୍‌

ଗଞ୍ଜାମ, ୩।୧୧ (ବିଦ୍ୟାଧର ସାହୁ) ପ୍ରଶାସନର ବିଚିତ୍ର ନୀତିକୁ ନେଇ ଏବେ ଚର୍ଚ୍ଚା। ବାଇକ ଚାଳକଙ୍କ ବଦଳରେ ଜଣେ ଅଟୋ ଚାଳକଙ୍କ ମୋବାଇଲକୁ ଆସିଛି ହେଲମେଟ ନ…

ନବୀନଙ୍କ ନିଖୋଜ ପୋଷ୍ଟରକୁ ନେଇ ଚର୍ଚ୍ଚା: ଥାନାରେ ଅଭିଯୋଗ କଲା ବିଜେଡି

ହିଞ୍ଜିଳିକାଟୁ,୩।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବସ ଟର୍ମିନାଲ ପରିସରରେ ହିଞ୍ଜିଳି ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିଖୋଜ ସମ୍ପର୍କିତ ପୋଷ୍ଟର ଲାଗିବାକୁ ନେଇ ରାଜନୈତିକ…

ହୀରାକୁଦ ଜଳଭଣ୍ଡାରର ୨ ସ୍ଲୁଇସ ଗେଟ୍‌ ବନ୍ଦ: ୩ ଗେଟରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର,୩।୧୧(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ଛୋଟ ପ୍ରୟାସ ହିଁ ପ୍ରଦୂଷଣ ରୋକିବାର ପାଲଟିବ ମାଧ୍ୟମ

ଆମେ ଆମ ପାଇଁ ଅସୁବିଧା ସୃଷ୍ଟି କରୁଛେ। ବିନା କାରଣରେ ଲାଇଟ ଜଳୁଥିଲେ ବନ୍ଦ କରିଦେବା ଏବଂ ଏଣେତେଣେ ଅଳିଆ ପଡ଼ିଥିଲେ ଗୋଟାଇ ଡଷ୍ଟବିନ୍‌ରେ ପକାଇବା ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?