କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ତେବେ ଏହା ପୂର୍ବରୁ ନିୟମକୁ କଡ଼ାକଡ଼ି କଲା ସିବିଏସସି ।

ସକାଳ ୧୦ କିମ୍ବା ତା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSE ନିର୍ଦ୍ଦେଶ ଦେଇଛି । ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ, ତେଣୁ ୧୦ଟା ସୁଦ୍ଧା ପହଞ୍ଚିବା ଜରୁରୀ । ଦୂରତା କିମ୍ବା ଅନ୍ୟ ପ୍ରତିକୂଳ ସ୍ଥିତିକୁ ଦେଖି ଆଗୁଆ ବାହାରିବାକୁ ପରାମର୍ଶ ଦିଆଯାଇଛି । ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ସେମାନଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବାକୁ ବାରଣ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍କୁଲ, ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ପରାମର୍ଶବଳୀ ଜାରି କରିଛି CBSE । ତେବେ ମଙ୍ଗଳବାର ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ସବୁ ସେଣ୍ଟରରେ କଡାକଡି ଚେକିଂ ହେବା ନେଇ ସୂଚନା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri