CBSE Result: ଦଶମରେ କୋରାପୁଟ ଜିଲା ଟପ୍ପର ହେଲେ ପ୍ରତୀକ ସାହୁ

କୋରାପୁଟ,୧୩।୫(ଅମିତାଭ ବେହେରା): ମଙ୍ଗଳବାର ଘୋଷିତ ସିବିଏସ୍‌ଇ ୧୦ମ ପରୀକ୍ଷାରେ କୋରାପୁଟ ଜିଲା ଟପ୍ପର ହୋଇଛନ୍ତି ପ୍ରତୀକ ସାହୁ। ସେ ହେଲେ ପିତା ହେଉଛନ୍ତି ସଚ୍ଚିଦାନନ୍ଦ ସାହୁ ଓ ମାତା -ରଞ୍ଜିତା ସାହୁ
ଜେଜେବାପା -ବାବାଜୀଚରଣ ସାହୁ (ପୂର୍ବତନ କୋରାପୁଟ ଜିଲ୍ଲା ଶିକ୍ଷାଧିକାରୀ)ଙ୍କ ସୂପୁତ୍ର। ସେ ୯୮.୨% ରଖି କେନ୍ଦ୍ରୀୟ ବିଦ୍ୟାଳୟ, କୋରାପୁଟ ଜିଲାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏଇ ସଫଳତା ପାଇଁ ସେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ପିତାମାତା, ଜେଜେବାପା ଏବଂ ତା’ର ମାର୍ଗଦର୍ଶକ ପ୍ରତ୍ୟୁଷ ସାର ଓ ବବିତା ମାଡାମଙ୍କ ନିକଟରେ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri