CBSE Result:ସଂସ୍କାର ସ୍କୁଲର ରେକର୍ଡ଼ ସଫଳତା, କମର୍ସରେ ରିୟା ଅଗ୍ରୱାଲ ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ)- ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ବରଗଡ଼ ସଂସ୍କାର ଇଣ୍ଟର ନ୍ୟାଶନାଲ ସ୍କୁଲର ଛାତ୍ରୀଛାତ୍ର ପୂର୍ବବର୍ଷର ରେକର୍ଡ଼କୁ ଭଙ୍ଗ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଉକ୍ତ ସ୍କୁଲର ଦ୍ୱାଦଶ ଶ୍ରେଣୀ କମର୍ସ ଛାତ୍ରୀ ରିୟା ଅଗ୍ରୱାଲ ୯୮.୪ ପ୍ରତିଶତ ମାର୍କ ରଖି ପଶ୍ଚିମ ଓଡ଼ିଶା ଟପ୍ପର ହୋଇଛନ୍ତି ବୋଲି ସ୍କୁଲ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଦଶମ ଶ୍ରେଣୀରେ ଋଷି ଅଗ୍ରୱାଲ ୯୮.୪ ପ୍ରତଶତ ମାର୍କ ରଖି ସ୍କୁଲ ଟପ୍ପର ହୋଇଛନ୍ତି। ଉକ୍ତ ସ୍କୁଲର ଦ୍ୱାଦଶ ଶ୍ରେଣୀ କମର୍ସ ବିଭାଗ ୨୫ଛାତ୍ରୀଛାତ୍ର ଏବଂ ଦଶମ ଶ୍ରେଣୀର ୧୫ଛାତ୍ରୀଛାତ୍ର ୯୦ପ୍ରତିଶତରୁ ଅଧିକ ମାର୍କ ରଖି ସ୍କୁଲ ପାଇଁ ଗୌରବ ଆଣିଛନ୍ତି। ଛାତ୍ରୀଛାତ୍ରଙ୍କର ଏହି ସଫଳତାରେ ସ୍କୁଲର ଚେୟାରମ୍ୟାନ ସୁମନ ସାୱାଡ଼ିଆ ଏବଂ ପ୍ରିନ୍ସିପାଲ କରନ ସାହୁ ଶୁଭେଚ୍ଛା ଜଣାଇଛନ୍ତି। ପରୀକ୍ଷାଫଳକୁ ନେଇ ସ୍କୁଲର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନେ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ଫୁଟ୍‌ପାଥରୁ ବି ବିଦା

ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗ; ଭୁବନେଶ୍ବର ଆସି ବଡ଼ ଘୋଷଣା କଲା CJP, ଓଡ଼ିଶା ସରକାରଙ୍କୁ….

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?