CBSE Result: ଯୁକ୍ତ ୨ରେ କଳାହାଣ୍ଡି ଜିଲା ଟପ୍ପର ହେଲେ ତେଜସ୍ବିନୀ ସୁନା

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ): ସିବିଏସଇ ଯୁକ୍ତ ୨ ପରୀକ୍ଷାରେ କଳାହାଣ୍ଡି ଜିଲା ମଦନପୁର ଓଡିଶା ଆଦର୍ଶ ବିଦ୍ୟାଳୟ(ଓଏଭି) ଛାତ୍ରୀ ତେଜସ୍ବିନୀ ସୁନା ସର୍ବମୋଟ ୪୮୫ (୯୭%)ମାର୍କ ରଖି କଳାହାଣ୍ଡି ଜିଲା ଟପ୍ପର ହୋଇଛନ୍ତି। ତାଙ୍କ ବାପା ସହଦେବ ସୁନା ବୁଢୀଖମନ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଥିବା ବେଳେ ମାଆ ସନ୍ତୋସିନୀ ସୁନା ଗୃହିଣୀ ଅଟନ୍ତି। ସେ ଗତ ୨୦୨୨-୨୩ ଶିକ୍ଷାବର୍ଷରେ ମାଟ୍ରିକ ପରୀକ୍ଷାରେ ମଧ୍ୟ ଏମ.ରାମପୁର ବ୍ଳକ ଟପ୍ପର ମଧ୍ୟ ହୋଇଥିଲେ। ଏହି ସଫଳତା ପାଇଁ ସେ ନିଜ ବାପା,ମାଆ ଓ ବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ଦାଶ ଓ ଶିକ୍ଷକମାନଙ୍କୁ ଶ୍ରେୟ ଦେଇଛନ୍ତି। ଭବିଷ୍ୟତରେ ଜଣେ ଭଲ ଇଞ୍ଜିନିୟର ହେବାକୁ ଲକ୍ଷ୍ୟ ରଖିଛନ୍ତି ତେଜସ୍ବିନୀ। ଜିଲା ଟପ୍ପର ହେବା ପରେ ସ୍ଥାନୀୟ ଅଞ୍ଚଳର ଅନେକ ଲୋକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ବ୍ୟକ୍ତିଙ୍କ ଉପରେ ଚଢିଗଲା ଟ୍ରକ୍‌, ଘଟଣାସ୍ଥଳରେ…

ବାଣପୁର,୨୫।୩ (ଦିଲ୍ଲୀପ କୁମାର ସ୍ବାଇଁ ): ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍‌ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ। ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ କୁଲେଇ…

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର କରିଛି।…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri