CBSE Result: ଯୁକ୍ତ ୨ରେ କଳାହାଣ୍ଡି ଜିଲା ଟପ୍ପର ହେଲେ ତେଜସ୍ବିନୀ ସୁନା

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ): ସିବିଏସଇ ଯୁକ୍ତ ୨ ପରୀକ୍ଷାରେ କଳାହାଣ୍ଡି ଜିଲା ମଦନପୁର ଓଡିଶା ଆଦର୍ଶ ବିଦ୍ୟାଳୟ(ଓଏଭି) ଛାତ୍ରୀ ତେଜସ୍ବିନୀ ସୁନା ସର୍ବମୋଟ ୪୮୫ (୯୭%)ମାର୍କ ରଖି କଳାହାଣ୍ଡି ଜିଲା ଟପ୍ପର ହୋଇଛନ୍ତି। ତାଙ୍କ ବାପା ସହଦେବ ସୁନା ବୁଢୀଖମନ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଥିବା ବେଳେ ମାଆ ସନ୍ତୋସିନୀ ସୁନା ଗୃହିଣୀ ଅଟନ୍ତି। ସେ ଗତ ୨୦୨୨-୨୩ ଶିକ୍ଷାବର୍ଷରେ ମାଟ୍ରିକ ପରୀକ୍ଷାରେ ମଧ୍ୟ ଏମ.ରାମପୁର ବ୍ଳକ ଟପ୍ପର ମଧ୍ୟ ହୋଇଥିଲେ। ଏହି ସଫଳତା ପାଇଁ ସେ ନିଜ ବାପା,ମାଆ ଓ ବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ଦାଶ ଓ ଶିକ୍ଷକମାନଙ୍କୁ ଶ୍ରେୟ ଦେଇଛନ୍ତି। ଭବିଷ୍ୟତରେ ଜଣେ ଭଲ ଇଞ୍ଜିନିୟର ହେବାକୁ ଲକ୍ଷ୍ୟ ରଖିଛନ୍ତି ତେଜସ୍ବିନୀ। ଜିଲା ଟପ୍ପର ହେବା ପରେ ସ୍ଥାନୀୟ ଅଞ୍ଚଳର ଅନେକ ଲୋକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ମାଡି ଆସିଲାଣି ବର୍ଷା

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିବାର ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତିଛି। ମାତ୍ର ଏପର୍ଯ୍ୟନ୍ତ ଧାନବିକ୍ରି ସମସ୍ୟା ଲାଗି ରହିଛି। ବିକ୍ରି ପାଇଁ...

ପ୍ରଶାସନର ବଡ଼ ପଦକ୍ଷେପ: ବନ୍ଦ ରହିବ ହୋଟେଲ, ଢାବା

ବରୀ,୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଞ୍ଚଳରେ...

ଚଳନ୍ତା ବସ୍‌ରେ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଶୋ’

ଝାରସୁଗୁଡ଼ା,୧୫ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ୪୯ ନମ୍ବର ଜାତୀୟ ରାଜପଥ ଏବଂ ବିଜୁ ଏକ୍ସପ୍ରେସ୍‌ ଓ୍ବେ ମରଣଯନ୍ତା ପାଲିଟିଛି। ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା...

ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ...

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା...

କାର୍‌ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri