Posted inଜାତୀୟ

ଖୁବ୍‌ଶୀଘ୍ର ପ୍ରକାଶ ପାଇବ ସିବିଏସ୍‌ଇ ରେଜଲ୍ଟ

ନୂଆଦିଲ୍ଲୀ,୧୧ା୫: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ନିକଟରେ ଏକ ସର୍କୁଲାରରେ କହିଛି ଯେ, ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳାଫଳ ଖୁବ୍‌ଶୀଘ୍ର ଘୋଷଣା କରାଯିବ। ଛାତ୍ରୀଛାତ୍ର ସେମାନଙ୍କ ଫଳାଫଳକୁ ବୋର୍ଡର results.cbse.nic.in କିମ୍ବା cbseresults.nic.inରେ ଦେଖିପାରିବେ।

ଛାତ୍ରୀଛାତ୍ରଙ୍କ ଦଶମ ଓ ଦ୍ୱାଦଶ ଶ୍ରେଣୀର ମାର୍କଶିଟ୍‌ ଓ ପାସିଂ ସାର୍ଟିଫିକେଟ ଡିଜି ଲକର୍‌ ଆପ୍‌ରେ ଅପ୍‌ଲୋଡ୍‌ ହେବ। ଛାତ୍ରୀଛାତ୍ର ସିବିଏସ୍‌ଇ ରେଜଲ୍ଟ ଡିଜି ଲକର୍‌ ଆକାଉଣ୍ଟକୁ ଆକ୍ଟିଭେଟ କରି ମାର୍କଶିଟ ଡାଉନ୍‌ଲୋଡ କରିପାରିବେ। ଏଥିପାଇଁ ଛାତ୍ରୀଛାତ୍ରଙ୍କୁ ୬ ଡିଜିଟ ସିକ୍ୟୁରିଟି ପିନ୍‌ ଦେବାକୁ ପଡ଼ିବ। ବୋର୍ଡ ପକ୍ଷରୁ ଅନୁବନ୍ଧିତ ସ୍କୁଲଗୁଡିକୁ ଡିଜି ଲକର୍‌ ସିକ୍ୟୁରିଟି ପିନ୍‌ ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri