Categories: ଜାତୀୟ

୩୧ରେ ଘୋଷଣା ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷାର ତାରିଖ

ନୂଆଦିଲ୍ଲୀ,୨୬।୧୨-ସିବିଏସଇ ପରୀକ୍ଷା ତାରିଖକୁ ନେଇ ଶନିବାର ଆସିଛି ଏକ ବଡ ଖବର। ଡିସେମ୍ବର ୩୧ ସନ୍ଧ୍ୟା ୬ଟାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ୨୦୧୧ ସିବିଏସଇ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା କରିବେ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଟୁଇଟ କରି ସୂଚନା ଦେଇଛନ୍ତି।

Share