Posted inଜାତୀୟ

ବୁଧବାର ସିବିଏସ୍‌ଇ ଦଶମ ପରୀକ୍ଷା ଫଳ: ଏହି ଓ୍ବେବସାଇଟ୍‌ରେ ସହଜରେ ହେବ ଦେଖି

ନୂଆଦିଲ୍ଲୀ, ୧୪।୭: ବୁଧବାର ସିବିଏସ୍‌ଇ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଓ୍ବାଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରମାନେ ସିବିଏସ୍‌ଇର ଓ୍ବେବସାଇଟ୍‌ cbseresults.nic.in, results.nic.in.ରେ ସହଜରେ ପରୀକ୍ଷା ଫଳ ଦେଖି ପାରିବେ। କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ ଡାଉନ୍‌ ଜାରି ହୋଇଥିଲା। ଫଳରେ କେତେକ ଅଞ୍ଚଳର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଦଶମ ପରୀକ୍ଷା ଦେଇଛନ୍ତି। ଏନେଇ ପୋଖରିଓ୍ବାଲ ଛାତ୍ରୀଛାତ୍ରଙ୍କୁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟିନ ସେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୮ ।୧୦: ଡ୍ରଗ୍ସ ମାମଲାରେ ଫସି ରହିଥିବା ବଲିଉଡ ସୁପରଷ୍ଟାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନଙ୍କ ଅଡୁଆ ବେଳକୁ ବେଳ ବଢିବାରେ ଲାଗିଛି । ଶୁକ୍ରବାର...

ଶିମ୍‌ଲା ରାଜିନାମା କ’ଣ

ନୂଆଦିଲ୍ଲୀ,୧୦ା୮: ୧୯୭୧ରେ ଭାରତ ଓ ପାକିସ୍ତାନ ମଧ୍ୟରେ ବାଂଲାଦେଶ ମୁକ୍ତି ଯୁଦ୍ଧ ହୋଇଥିଲା। ଏହାର ପରିଣାମ ସ୍ବରୂପ ପୂର୍ବ ପାକିସ୍ତାନ ନାମରେ ପରିଚିତ ବାଂଲାଦେଶ ପାକିସ୍ତାନ...

ଶୋପିଆନ ଏନ୍‌କାଉଣ୍ଟରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନର

ଶୋପିଆନ,୮।୬: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ହୋଇଥିବା ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ବୋଲି...

ମହାରାଷ୍ଟ୍ରରେ ବନ୍ୟା, ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୬୪ ଲୋକଙ୍କ ମୃତ୍ୟୁ: ଶହେରୁ ଅଧିକ ନିଖୋଜ

ମୁମ୍ବାଇ,୨୬।୭: ମହାରାଷ୍ଟ୍ରରେ ପ୍ରବଳ ବର୍ଷା ଯୋଗୁ ରାଜ୍ୟରେ ଆସିଥିବା ବନ୍ୟା ଓ ଭୂସ୍ଖଳନ ଘଟଣାରେ ଏପର୍ଯ୍ୟନ୍ତ ୧୬୪ଜଣ ଲୋକଙ୍କ ମୃତ୍ୟୁ ହୋଇସାରିଛି। ଆଉ ୧୦୦ରୁ ଅଧିକ...

ଚିନ୍ତା ବଢାଉଛି ଧରାବି

ମୁମ୍ବାଇ,୨୪।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ସର୍ବାଧିକ। ଏହା ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ ପକାଇ...

ଅନୁଚ୍ଛେଦ ୩୭୦ ହଟିବା ପରେ ୪୩୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ନୂଆଦିଲ୍ଲୀ, ୨।୨ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ରାଜ୍ୟରେ ଜାରି ରହିଥିବା ଆତଙ୍କବାଦ ବିରୋଧି ଅପରେଶନ୍‌ ଅଲ୍‌ଆଉଟ୍‌ ବେଶ୍‌ ସଫଳ ରହିଛି। ରାଜ୍ୟରେ...

ଦେଶରେ ୫ ଲକ୍ଷରୁ ଅଧିକ ପୋଲିସ ପଦବୀ ଖାଲି, ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ, ୧୫।୩ : ଦେଶରେ ୫ ଲକ୍ଷ ୩୦ ହଜାରରୁ ଅଧିକ ପୋଲିସ ପଦବୀ ଖାଲି ପଡ଼ିଛି। ଉତ୍ତରପ୍ରଦେଶରେ ସର୍ବାଧିକ ୧ ଲକ୍ଷରୁ ଅଧିକ ପଦବୀ...

୧୮ବର୍ଷ ପରେ ଚପଲ ପିନ୍ଧିବେ ଦେବଦାସ

କିଶନଗଞ୍ଜ,୧୩।୧୧: ବିହାରର କିଶନଗଞ୍ଜର ଦେବଦାସ ଏବେ ୧୮ ବର୍ଷ ପରେ ଚପଲ ପିନ୍ଧିବେ। ରାମମନ୍ଦିର ନିର୍ମାଣ ନହେଲେ ସେ ଚପଲ ପିନ୍ଧିବେନି ବୋଲି ୨୦୦୧ରେ ଶପଥ...

Advertisement
Archives

Model This Week