ସିସିପିଆଇ ର଼୍ୟାକିଙ୍ଗ: ଜଳବାୟୁ ପରିବର୍ତ୍ତନ ପଦକ୍ଷେପ କ୍ଷେତ୍ରରେ ଶ୍ରେଷ୍ଠ-୫ ଦେଶ ମଧ୍ୟରେ ଭାରତ…

ବର୍ଲିନ,୨୨।୧୧ : ଗ୍ଲୋବାଲ ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ (ସିସିପିଆଇ) ରେ ଭାରତ ଶ୍ରେଷ୍ଠ ପାଞ୍ଚଟି ଦେଶ ମଧ୍ୟରେ ଏବଂ ଜି -୨୦ ଦେଶ ମଧ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି । ଏହି ସୂଚକାଙ୍କ ଜର୍ମାନରେ ଅବସ୍ଥିତ ଜର୍ମାନ ୱାଚ, ନୂତନ ଜଳବାୟୁ ପ୍ରତିଷ୍ଠାନ ଏବଂ ଜଳବାୟୁ ଆକ୍ସନ ନେଟୱାର୍କ ଇଣ୍ଟରନ୍ୟାଶନାଲ ଦ୍ୱାରା ପ୍ରକାଶିତ ହୋଇଛିି। ଅନ୍ତର୍ଜାତୀୟ ଜଳବାୟୁ ରାଜନୀତିରେ ସ୍ବଚ୍ଛତା ବୃଦ୍ଧି ଏବଂ ଜଳବାୟୁ ସୁରକ୍ଷା ପ୍ରୟାସ ଏବଂ ବିଭିନ୍ନ ଦେଶ ଦ୍ୱାରା କରାଯାଇଥିବା ପ୍ରଗତିକୁ ସିସିପିଆଇ ତୁଳନା କରିଥାଏ।

ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ଆଧାରରେ ଭାରତର ସଫଳତା ସମ୍ପର୍କରେି ଶକ୍ତି ମନ୍ତ୍ରଣାଳୟର ଏକ ବିବୃତ୍ତିରେ କୁହାଯାଇଛି। ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ ସିସିପିଆଇ-୨୦୨୩ ଅନୁଯାୟୀ ଭାରତ ଦୁଇଟି ସ୍ଥାନକୁ ଡେଇଁ ବର୍ତ୍ତମାନ ୮ମ ସ୍ଥାନରେ ରହିଛି। ନଭେମ୍ବର ୨୦୨୨ ରେ କୋପ୍‌-୨୭ ରେ ପ୍ରକାଶିତ ସର୍ବଶେଷ ସିସିପିଆଇ ରିପୋର୍ଟରେ ଚାରିଟି ଛୋଟ ଦେଶ ଡେନମାର୍କ, ସ୍ବିଡେନ, ଚିଲି ଏବଂ ମରୋକୋ ଯଥାକ୍ରମେ ୪,୫,୬,୭ରେ ସ୍ଥାନୀତ ହୋଇ ଭାରତଠାରୁ ଭଳ ସ୍ଥିତିରେ ରହିଛନ୍ତି। କୌଣସି ଦେଶକୁ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ମାନ୍ୟତା ଦିଆଯାଇ ନ ଥିଲା। ସମସ୍ତ ପ୍ରମୁଖ ଅର୍ଥନୀତି ମଧ୍ୟରେ ଭାରତର ମାନ୍ୟତା ସର୍ବୋତ୍ତମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri