୯ ପୋଲିସ କାର୍ଯ୍ୟାଳୟରେ କାମ କରୁନି ସିସିଟିଭି

କେନ୍ଦ୍ରାପଡା ଅଫିସ,୧୮ା୯: କେନ୍ଦ୍ରାପଡା ଜିଲା ପୋଲିସର ୯ କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଅକାମୀ ହୋଇପଡ଼ିରହିଛି। ଡିଜିପିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଏସବୁର ମରାମତି ହେଉ ନ ଥିବା ନିକିରାଇ ଥାନା ପଲ୍ଲୀ ରଘୁନାଥପୁରର ମନୋରଞ୍ଜନ ଜେନା ଆରଟିଆଇ ତଥ୍ୟ ଦ୍ୱାରା ହାସଲ କରିଥିବା ତଥ୍ୟରୁ ଜଣାପଡ଼ିଛି। ତେବେ ଜିଲାର ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ଅଫିସ୍‌ ସମେତ ରାଜକନିକା, ମହାକାଳପଡ଼ା, ପଟ୍ଟାମୁଣ୍ଡାଇ, ଜମ୍ବୁ, ତନ୍ତିଆପାଳ, ବିଦ୍ୟୁତ୍‌ ଥାନା, ନିକିରାଇ, ଓ ସଦର ଥାନାରେ ସିସିଟିଭି କ୍ୟାମେରା କାର୍ଯ୍ୟ କରୁ ନ ଥିବା ଜଣାଯାଇଛି। ଏ ସମ୍ପର୍କରେ ମନୋରଞ୍ଜନ କହିଛନ୍ତି, ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ କେନ୍ଦ୍ରାପଡ଼ା ଜିଲା ସର୍ବଦା ଚର୍ଚ୍ଚାରେ ରହିଛି। ହାଜତ ମୃତ୍ୟୁଠାରୁ ଆରମ୍ଭ କରି ଅଭିଯୋଗକାରୀ ଓ ଅଭିଯୁକ୍ତଙ୍କୁ ନିର୍ଯାତନା ଦେବା ଖବର ବାରମ୍ବାର ଗଣମାଧ୍ୟମରେ ପ୍ରକାଶ ପାଇଛି। ସିସିଟିଭି ଦ୍ୱାରା ଥାନାର କାର୍ଯ୍ୟକଳାପକୁ ସମୀକ୍ଷା କରାଯାଇପାରନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri