ସିସିଟିଭି ଫୁଟେଜରୁ ସାଂଘାତିକ ଖୁଲାସା, ଜଣାପଡିଲା ସୌମ୍ୟାଶ୍ରୀ ଜଳିବାବେଳେ ରେକର୍ଡିଂ କରୁଥିଲା କିଏ!

ବାଲେଶ୍ୱର,୧୬।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ନୂଆ ଟ୍ବିଷ୍ଟ । ଛାତ୍ରୀଙ୍କ ଯୌନ ନିର୍ଯାତନା ଅଭିଯୋଗ ନେଇ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ପ୍ରକୃତରେ ବିଭାଗ ମୁଖ୍ୟ ସମୀର ସାହୁଙ୍କ ବିରୋଧରେ ରିପୋର୍ଟ ଦେଇଥିଲା । ଏହି ରିପୋର୍ଟରେ କୁହାଯାଇଥିଲା ଯେ, ଏଚଓଡି ସମୀର ସାହୁଙ୍କ ବ୍ୟବହାର ଠିକ ନଥିଲା, ତାଙ୍କୁ HOD ପଦରୁ ପରିବର୍ତ୍ତନ ପାଇଁ କମିଟି ସୁପାରିସ କରିଥିଲା । ଏକଥା ଗଣମାଧ୍ୟମ ଆଗରେ କହିଛନ୍ତି, କମିଟିର ଜଣେ ସଦସ୍ୟା ମିନତୀ ସିରି । ସେ ଆହୁରି ମଧ୍ୟ କହିଛନ୍ତି, ଯଦି ତାଙ୍କ ସୁପାରିସ ଅନୁସାରେ ପଦକ୍ଷେପ ନିଆଯାଇଥାନ୍ତା, ତାହେଲେ ହୁଏତ ଏଭଳି ଘଟଣା ଘଟିନଥାନ୍ତା । ଏହାର ଅର୍ଥ ହେଉଛି, କମିଟିର ରିପୋର୍ଟକୁ ଚାପି ଦେଇଥିଲେ କଲେଜର ଅଧ୍ୟକ୍ଷ ।

କମିଟି ରିପୋର୍ଟ ସହ ଏବେ ଚର୍ଚ୍ଚାର ବିଷୟ ପାଲଟିଛି ସିସିଟିଭି ଭିଡିଓ। ପେଟ୍ରୋଲ କିଏ ଦେଲା ରେକର୍ଡିଂ କିଏ କରୁଥିଲା ଏନେଇ ଗୁଡାଏ ଖବର ସାମ୍ନାକୁ ଆସିଥିବାବେଳେ ସତ୍ୟତା ଜଣାପଡୁ ନାହିଁ। କିନ୍ତୁ ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣାରେ ସିସିଟିଭି ଫୁଟେଜ ଅନେକ କିଛି କଥା କହୁଛି..

୧. ନିଆଁ ଲାଗିବା ଆଗରୁ ବାହାରେ ଜଣେ ୨ଜଣ ମୋବାଇଲରେ ଆଗୁଆ ଭିଡିଓ କଏଦ କରିବା ଆରମ୍ଭ କରୁଛନ୍ତି ଓ ପରେ ତାଙ୍କ ପାଖକୁ ଦୌଡ଼ି ଯାଉଛନ୍ତି । ଅର୍ଥାତ ସେମାନେ ସୌମ୍ୟାଶ୍ରୀ ଜଳିବାର ଜାଣିଥିଲେ ଓ ଦେଖୁଥିଲେ

୨. ୨ ଜଣ ଝିଅ ଯିଏ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ବାହାରେ ବସିଥିଲେ, ସେମାନେ ଆଗୁଆ ସତର୍କ ହୋଇ ଦୂରେଇ ଯାଉଛନ୍ତି ବା ତାଙ୍କୁ କିଏ ଦୂରେଇ ଯିବାକୁ କହୁଛି। ଅର୍ଥାତ ସେମାନେ ବି ଜାଣିଥିଲେ ।

୩. ଆହୁରି କିଛି ଲୋକ ସୌମ୍ୟାଶ୍ରୀଙ୍କୁ ନିଆଁ ଲାଗିବାରେ ସହଯୋଗ କରିଥାଇପାରନ୍ତି।

ଏଫଏମ ପ୍ରିନ୍ସପାଲଙ୍କ ଖୋଲିଲା ପୋଲ୍‌, ହେଲା ସାଂଘାତିକ ଖୁଲାସା

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri