କୋଭିଡ୍‌ ହସ୍ପିଟାଲରେ ଲାଗିବ ସିସିଟିଭି, ନ ଲାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୫(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲର ଅବ୍ୟବସ୍ଥା ନେଇ ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କହିଛନ୍ତି। କୋଭିଡ୍‌ ହସ୍ପିଟାଲରେ ହେଲ୍ସ ଡେସ୍କ ପାଇଁ ଏକ ଉତ୍ସର୍ଗୀକୃତ ଟେଲିଫୋନ୍‌ ଲାଇନ୍‌ ରହିବ। ରୋଗୀଙ୍କ ସମ୍ପର୍କୀୟଙ୍କ ସହ ଫୋନ୍‌ରେ କଥା ହେବା ପରେ ଡେସ୍କର କର୍ମଚାରୀ ରୋଗୀଙ୍କ ଭଏସ ଏବଂ ଫଟୋ ସମ୍ପର୍କୀୟଙ୍କୁ ପଠାଇପାରିବେ। ହସ୍ପିଟାଲ ବାହାରେ ଏକ ସମ୍ମଳିନୀ କକ୍ଷ ପ୍ରସ୍ତୁତ କରାଯିବ। ସେଥିରେ ସିସିଟିଭି ବ୍ୟବସ୍ଥା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ୩ କଟ୍‌ଅଫ୍‌ ମାର୍କ

ଭୁବନେଶ୍ୱର,୯।୯(ବ୍ୟୁରୋ): ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। ଏହି ତାଲିକାରେ ସବୁଠୁ ଆଗରେ ରହିଛି ବିଜେବି...

ଡବ୍ଲ୍ୟୁଏଫ୍‌ପି ସଫଳତା ପଛରେ ଓଡ଼ିଆ ପୁଅ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୦୨୦ ମସିହା ଲାଗି ନୋବେଲ ଶାନ୍ତି ପୁରସ୍କାର ପାଇଛି ୱାର୍ଲଡ୍‌ ଫୁଡ୍‌ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍‌ପି)। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ କାର୍ଯ୍ୟ କରୁଥିବା ଡବ୍ଲ୍ୟୁଏଫ୍‌ପିକୁ...

ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ...

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା...

କୃଷି କର୍ମଚାରୀ ସଦର ମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚଳିତ ଖରିଫ୍‌ ଋତୁରେ ଚାଷୀଙ୍କୁ ଉନ୍ନତ ବିହନ, ସାର ଓ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଚାଷୀମାନେ ଯେପରି ସୁବିଧାରେ...

ସବୁଠୁ ବଳିଗଲା ସ୍ମାର୍ଟ ଜନପଥର ଦୃଶ୍ୟ

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ଼ (ବିଏସ୍‌ସିଏଲ) ପକ୍ଷରୁ ଜନପଥକୁ ସ୍ମାର୍ଟ କରିବା ଲାଗି ପ୍ରଚେଷ୍ଟା ଚାଲିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ପ୍ଲାନିଂ...

ପଲିଥିନ ବ୍ୟାନ୍‌ ପ୍ରହସନ

ଅନୁଗୋଳ ଅଫିସ, ୧୦।୧୨: ଅନୁଗୋଳ ସହରକୁ ପଲିଥିନ ମୁକ୍ତ କରିବାକୁ ଗତବର୍ଷ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ୨୦୧୯ ଅକ୍ଟୋବର ୨ରୁ ଏହି ନିୟମକୁ ସହରରେ...

ହରିବୋଲ କ୍ଷେତ୍ରକୁ ବାହୁଡ଼ିଲେ ତିନିଠାକୁର

ତିହିଡ଼ି, ୧୨।୭ (ଡି.ଏନ.ଏ.): ପବିତ୍ର ବାହୁଡ଼ାଯାତ୍ରାରେ ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିରରୁ ହରିବୋଲ କ୍ଷେତ୍ରକୁ ତିନିଠାକୁର ବାହୁଡ଼ିଛନ୍ତି। ତିହିଡ଼ି ବ୍ଲକ ଗୁଆମାଳ ପଞ୍ଚାୟତ ମୋଡ଼ସାହିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରୁ...

Advertisement


Archives

Model This Week