ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ ପ୍ରବେଶ ପଥରେ ବି ଜଗିବ ସିସିଟିଭି। ପୋର୍ଟେବଲ ନେଟଓ୍ବର୍କ ଓ ଅପଟିକାଲ୍‌ ଫାଇବର ଥିବା ୬୨୦ ସିସିଟିଭି ସହରରେ ଲାଗିବ।

ଶ୍ରୀମନ୍ଦିର ଭିତର ବାହାର, ସମସ୍ତ ପ୍ରବେଶ ଓ ପ୍ରସ୍ଥାନ ପଥରେ ସିସିଟିଭି ଲାଗିବ ବୋଲି ଜିଲାପାଳ କହିଛନ୍ତି। ଏଥିସହିତ ନାଟମଣ୍ଡପରେ ମଧ୍ୟ ସିସିଟିଭି ଲଗାଇବାକୁ ଟେଣ୍ଡର ଆହ୍ବାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

ସମ୍ବଲପୁର, ୧୭।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି...

ବେଆଇନ ଗୋରୁ ମାଫିଆଙ୍କ ଘରେ ବଡ଼ଧରଣର ଚଢାଉ

କେନ୍ଦୁଝର,୧୭।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସମେତ ମୟୂରଭଞ୍ଜ, ଭଦ୍ରକ ଆଦି ଜିଲ୍ଲାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନରେ ସମନ୍ବିତ ଚଢାଉ କରିଛି...

ଘର ବାହାରେ ଦେଖୁଛନ୍ତି କି ଏସବୁ ପକ୍ଷୀ, ଜାଣି ରଖନ୍ତୁ ମାଡ଼ି ଆସୁଛି ଘୋର ବିପତ୍ତି!

ଭାରତୀୟ ଜ୍ୟୋତିଷ ଶାସ୍ତ୍ରରେ ଅଶୁଭ ଶାସ୍ତ୍ରକୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଏ। ଏହା ଅନୁଯାୟୀ, ଆମ ଚାରିପାଖରେ ପଶୁ ଏବଂ ପକ୍ଷୀଙ୍କ ଗତିବିଧି ଆମକୁ ଭବିଷ୍ୟତର...

ବିଜେଡି ନେତାଙ୍କ ସସପେଣ୍ଡ ଉପରେ ଚାଞ୍ଚଲ୍ୟକର ବୟାନ ଦେଲେ ଜୟନାରାୟଣ: କହିଲେ ମୋତେ ଦୁଃଖ ଲାଗୁଛି…

ଭୁବନେଶ୍ୱର, ୧୭।୧: ବିଜେଡି ନେତାଙ୍କ ସସପେଣ୍ଡ ନେଇ ଜୟନାରାୟଣ ମିଶ୍ର ବିସ୍ଫୋରକ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ବହୁତ ଜଣଙ୍କ ମନରେ କ୍ଷୋଭ ଥିଲା।...

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ୬ ଗିରଫ, ଖୋଲିଲା ସ୍କୁଲ, କଲେଜ

ସୁନ୍ଦରଗଡ,୧୭।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଘଟିଥିବା ୨ ଗୋଷ୍ଠୀ ସଂଘର୍ଷ ଘଟଣାରେ ଟାଉନଥାନା ପୋଲିସ ଶୁକ୍ରବାର ରାତିରେ ଉଭୟ ପକ୍ଷରୁ ୬ ଜଣଙ୍କୁ ଗିରଫ କରି...

ନବୀନଙ୍କ ପଛରେ ଚାଲିଥିଲା ଭୟଙ୍କର ଷଡ଼ଯନ୍ତ୍ର: ବଡ଼ ଗୁମର ଖୋଲିଲେ ଏହି ନେତା

ଭୁବନେଶ୍ୱର,୧୭।୧: ବିଜେଡି ନିକଟରେ ଦଳରୁ କିଛି ଟାଣୁଆ ନେତାଙ୍କୁ ନିଲମ୍ବନ କରିବା ପରେ ମୁଁହ ଖୋଲିଲେ ଲେନିନ ମହାନ୍ତି। ସେ କହିଛନ୍ତି, ମିଡ ଡେ’ ଅପରେଶନ...

ଗିରଫ ଭୟରେ ଛାନିଆ ହେଲେ ନିଶା: ପହଞ୍ଚିଲେ ହାଇକୋର୍ଟ

କଟକ,୧୭।୧: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଇଟମ ଗର୍ଲ ନିଶା ମହାରଣା। ହାଇକୋର୍ଟରେ ନିଶା ଆଗୁଆ ଜାମିନ ଆବେଦନ କରିଥିବା ଜଣାପଡିଛି। ବଲାଙ୍ଗୀର ସଦର ଥାନା ମାମଲାରେ...

ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ,୧୭।୧: ଦ୍ୱିତୀୟ ସ୍ତ୍ରୀ ପାଇବେନି ସରକାରୀ ପେନସନ । ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କର ଦ୍ୱିତୀୟ ସ୍ତ୍ରୀ ପରିବାର ପେନସନ ବା ‘ଫ୍ୟାମିଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri