Posted inଜାତୀୟ

ସ୍ୱଦେଶୀ ଅସ୍ତ୍ରଶସ୍ତ୍ରରେ ଶତ୍ରୁଙ୍କୁ ଦିଆଯିବ କଡା ଯବାବ: ସିଡିଏସ୍‌

ନୂଆଦିଲ୍ଲୀ,୧୮ ।୧୨: ଚାଇନା ଓ ପାକିସ୍ତାନ ସହ ସୀମାରେ ଚାଲିଥିବା ବିବାଦ ମଧ୍ୟରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନରାଲ ବିପିନ ରାୱତ କହିଛନ୍ତି, ଭବିଷ୍ୟତରେ ହେବାକୁ ଥିବା ଯୁଦ୍ଧରେ ଦେଶ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ସାହାଯ୍ୟରେ ଲଢିବ ଓ ଶତ୍ରୁକୁ ହରାଇବ । ଏହି ସମୟରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଦେଶକୁ ସୁପରପାୱାର(ମହାଶକ୍ତି) ଭାବେ ଗଢି ତୋଳିବାକୁ ଡିଆରଡିଓର ବୈଜ୍ଞାନିକଙ୍କର ମହତ୍ୱପୂର୍ଣ୍ଣ ଭୂମିକା ରହିଛି । ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ ବା ଡିଆର୍‌ଡିଓର ଏକ କାର୍ଯ୍ୟକ୍ରମରେ ସମ୍ବୋଧନ ଦେବା ଅବସରରେ ସିଡିଏସ୍ ରାୱାତ କହିଛନ୍ତି, ପ୍ରତିରକ୍ଷା କ୍ଷେତ୍ରରେ ଆମ ନିଜ ଉଦ୍ଦ୍ୟୋଗ ଏବେ ପ୍ରେରଣା ପାଇଛି । କେବଳ ଏହାକୁ ସମର୍ଥନର ଆବଶ୍ୟକତା ରହିଛି । ତେଣୁ ଅନୁମାନ କରାଯାଉଛି ଭବିଷ୍ୟତରେ ଯଦି ଯୁ୍‌ଦ୍ଧ ହୁଏ ତେବେ ଦେଶ ସ୍ୱଦେଶୀ ଜ୍ଞାନ କୌଶଳରେ ଲଢିବ । ଦେଶ ଏବେ ଆତ୍ମନିର୍ଭରଶୀଳ ଦିଗରେ ଗତି କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri