Posted inଜାତୀୟ

ଦୁଇଟି ଆସନରୁ ନିର୍ବାଚନ ଲଢି ପାରନ୍ତି ଚନ୍ନୀ

ଚଣ୍ଡିଗଡ଼,୧୪ ।୧: ପାଖେଇ ଆସିଲାଣି ପଞ୍ଜାବ ବିଧାନସଭା ନିର୍ବାଚନ ତାରିଖ । ଗୁରୁବାର କଂଗ୍ରେସ ସେଣ୍ଟ୍ରାଲ ଇଲେକ୍ସନ କମିଟି(ସିଇସି)ର ଏକ ବୈଠକ ଭିଡିଓ କନଫରେନସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ସ୍ଥିର କରାଯାଇଛି । ତେଣୁ ପ୍ରଥମ ପର୍ଯ୍ୟାୟର ତାଲିକା ଖୁବଶୀଘ୍ର ଆସିବ ବୋଲି ଅନୁମାନ କରାଯାଉଛି । ଏହି ତାଲିକା ଅନୁଯାୟୀ ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ୨ଟି ଆସନରେ ପ୍ରତିଦ୍ୱନ୍ଦିତା କରିପାରନ୍ତି । ପ୍ରଥମ ତାଲିକାରେ ୭୦ରୁ ଅଧିକଙ୍କ ନାମ ଚୁଡାନ୍ତ ହୋଇଥିବା ଜଣାପଡିଛି । ଶୁକ୍ରବାର କଂଗ୍ରେସ ତା’ର ଦ୍ୱିତୀୟ ବୈଠକ କରିବା ସହ ଅନ୍ୟ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କରିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri