Advertisement

ସିଇସି ରାଜୀବ କୁମାର ନେପାଳ ନିର୍ବାଚନରେ ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ

କାଠମାଣ୍ଡୁ,୧୯।୧୧(ପି.ଟି.): ନେପାଳ ସାଧାରଣ ନିର୍ବାଚନ ଆସନ୍ତା ରବିବାର ଅନୁଷ୍ଠିତ ହେଉଥିବାବେଳେ ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ ଭାବେ ଶୁକ୍ରବାର ସେଠାରେ ପହଞ୍ଚତ୍ଛନ୍ତି। ତାଙ୍କ ସହ ନିର୍ବାଚନ ଆୟୋଗର ୨ ଅଧିକାରୀଙ୍କ ସମେତ ୪ ଜଣ ଯାଇଛନ୍ତି। ନେପାଳର ୨୭୫ ଆସନ ବିଶିଷ୍ଟ ପାର୍ଲାମେଣ୍ଟ ଏବଂ ୭ ରାଜ୍ୟ ବିଧାନସଭାର ୫୫୦ ଆସନ ଲାଗି ୨୦ ତାରିଖରେ ମତଦାନ ହେବ। କାଠମାଣ୍ଡ ବିମାନବନ୍ଦରରେ ରାଜୀବ କୁମାର ଓ ଅନ୍ୟମାନଙ୍କୁ ପଞ୍ଜାବ ନିର୍ବାଚନ କମିଶନଙ୍କ ଯୁଗ୍ମ ସଚିବ ଶାଲିଗ୍ରାମ ଶର୍ମା ପୁଡେଲ ସ୍ବାଗତ କରିଛନ୍ତି। ସେମାନେ ଅନ୍ୟ ଅନ୍ତର୍ଜାତୀୟ ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କ ସହ ସାମିଲ ହେବେ। ସିଇସି କାଠମାଣ୍ଡୁ ଓ ଆଖପାଖ ଅଞ୍ଚଳରେ ଥିବା ଭୋଟକେନ୍ଦ୍ରକୁ ଯାଇ ମତଦାନ ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତିସଂଘରେ ୬ ଘଣ୍ଟା ୫୦ ମିନିଟ ଭାଷଣ ଦେଲେ ମହାତ୍ମା ଗାନ୍ଧୀ…

ଜେନେଭା,୨।୧୦ : ମହାତ୍ମା ଗାନ୍ଧୀ ମିଳିତ ଜାତିସଂଘରେ ଶୁକ୍ରବାର ଏକ ବିଶେଷ ପ୍ରଦର୍ଶନ କରିଥିଲେ। ଏହି ସମୟରେ ସେ ମୋଟ ୬ ଘଣ୍ଟା ୫୦ ମିନିଟ...

କଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ: ରୁଷିଆ

ନୂଆଦିଲ୍ଲୀ,୭।୨: କଶ୍ମୀର ଆଉ ଏକ ପାଲେଷ୍ଟାଇନରେ ପରିଣତ ହେବାକୁ ଯାଉଥିବା ‘ରେଡ୍‌ଫିଶ୍‌ ଚ୍ୟାନେଲ’ର ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛି ରୁଷିଆ। ଏଭଳି ରିପୋର୍ଟକୁ ରୁଷିଆ କର୍ତ୍ତୃପକ୍ଷ ବେକାର...

ଅନଶନରେ ବସିବେ ମରିୟମ୍‌

ଇସ୍‌ଲାମାବାଦ,୯।୭: ଜେଲ୍‌ରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜ ଆମରଣ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଯଦି ବର୍ତ୍ତମାନର...

ଆଡ୍‌ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା

ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍‌ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ...

ଅଲଟ୍ରାଭାୟୋଲେଟ୍‌ ଲାଇଟ୍‌ରେ ନଷ୍ଟ ହେବ କରୋନା ଭୂତାଣୁ

ନ୍ୟୁୟର୍କ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଦେଖାଦେଇଛି। କରୋନା ଭୂତାଣୁକୁ ରୋକିବା ପାଇଁ ବହୁ ଗବେଷଣା ମଧ୍ୟ ଜାରି ରହିଛି। ବାୟୁ ମଣ୍ଡଳରେ...

କାନାଡାରେ ପହଞ୍ଚିଲା ‘ଓମିକ୍ରନ’

ଓଟାୱା,୨୯ ।୧୧: କରୋନା ଭାଇରସର ନୂଆ ରୂପ ‘ଓମିକ୍ରନ’ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ସବୁ ଭାରିଏଣ୍ଟଠାରୁ ଏହା ମାରାତ୍ମକ ବୋଲି...

ସାଂଘାଇ ପରେ ଏବେ ବେଜିଂରେ କରୋନା ସୁନାମୀ, ୨୪ ଘଣ୍ଟାରେ ୩୨ ମୃତ

ବେଜିଂ,୩ ।୫: ଚାଇନାକୁ ପୁଣି ଫେରିଛି କରୋନା ମହାମାରୀ । ଚାଇନାର ସାଂଘାଇ ସହର କରୋନାର ହଟସ୍ପଟ ପାଲଟି ଥିବା ବେଳେ ଏବେ ବେଜିଂରେ କରୋନା...

କିଏ ଏହି ପେଲୋସି? ଯାହାଙ୍କ ନାଁ ଶୁଣିଲେ ଚିହିଙ୍କି ଉଠୁଛି ଚାଇନା

ଓ୍ବାଶିଂଟନ,୩ା୮: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କ ବାରମ୍ବାର ଚେତାବନୀ ସତ୍ତ୍ୱେ ଆମେରିକାର ଲୋକ ସଭା ବାଚସ୍ପତି ନାନ୍ସି ପେଲୋସିଙ୍କ ବିମାନ ତାଇଓ୍ବାନରେ ପହଞ୍ଚିଛି। ଯେଉଁଥିପାଇଁ ଚାଇନା...

Advertisement
Archives

Model This Week