ଏସ୍‌ସିବି ମେଡିକାଲରେ ରୋଗୀଙ୍କ ଉପରେ ଫ୍ୟାନ୍‌ ଖସିବା ଘଟଣା: ଶେଷରେ ଆଖି ବୁଜିଲେ

କଟକ ଅଫିସ, ୧୬।୩: କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଛାତରୁ ଫ୍ୟାନ ଖସି ଗୁରୁତର ହୋଇପଡ଼ିଥିବା ମହିଳା ରୋଗୀ ଶେଷରେ ଆଖି ବୁଜିଛନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ନିକଟରୁ ସୂଚନା ମିଳିଛି।

ମୃତ ମହିଳା ଜଣଙ୍କ ହେଲେ ପାର୍ବତୀ ଦାସ। ତାଙ୍କୁ ୭୫ ବର୍ଷ ହୋଇଥିଲା। ସେ ଯାଜପୁର ଜିଲା ବରୀ କୃଷ୍ଣନଗର ଅଞ୍ଚଳର ବାସିନ୍ଦା ଥିଲେ। ନିଆଁରେ ପୋଡ଼ି ହୋଇ ସେ ଗୁରୁତର ଥିଲେ। ଚିକିତ୍ସା ପାଇଁ ତାଙ୍କୁ ଏସ୍‌ସିବିର ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା।

ପାର୍ବତୀ ସେଠାରେ ଚିକିତ୍ସାଧୀନ ଥିବା ବେଳେ ଗତ ୮ ତାରିଖ ତାଙ୍କ ଉପରେ ଏକ ଫ୍ୟାନ ଖସି ପଡିବାରୁ ଅବସ୍ଥା ଆହୁରି ସଙ୍କଟାପନ୍ନ ହୋଇଯାଇଥିଲା। ଏହା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri