ଏସ୍‌ସିବି ମେଡିକାଲରେ ରୋଗୀଙ୍କ ଉପରେ ଫ୍ୟାନ୍‌ ଖସିବା ଘଟଣା: ଶେଷରେ ଆଖି ବୁଜିଲେ

କଟକ ଅଫିସ, ୧୬।୩: କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଛାତରୁ ଫ୍ୟାନ ଖସି ଗୁରୁତର ହୋଇପଡ଼ିଥିବା ମହିଳା ରୋଗୀ ଶେଷରେ ଆଖି ବୁଜିଛନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ନିକଟରୁ ସୂଚନା ମିଳିଛି।

ମୃତ ମହିଳା ଜଣଙ୍କ ହେଲେ ପାର୍ବତୀ ଦାସ। ତାଙ୍କୁ ୭୫ ବର୍ଷ ହୋଇଥିଲା। ସେ ଯାଜପୁର ଜିଲା ବରୀ କୃଷ୍ଣନଗର ଅଞ୍ଚଳର ବାସିନ୍ଦା ଥିଲେ। ନିଆଁରେ ପୋଡ଼ି ହୋଇ ସେ ଗୁରୁତର ଥିଲେ। ଚିକିତ୍ସା ପାଇଁ ତାଙ୍କୁ ଏସ୍‌ସିବିର ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା।

ପାର୍ବତୀ ସେଠାରେ ଚିକିତ୍ସାଧୀନ ଥିବା ବେଳେ ଗତ ୮ ତାରିଖ ତାଙ୍କ ଉପରେ ଏକ ଫ୍ୟାନ ଖସି ପଡିବାରୁ ଅବସ୍ଥା ଆହୁରି ସଙ୍କଟାପନ୍ନ ହୋଇଯାଇଥିଲା। ଏହା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri