ଏହି ଦିନ ପାଳନ କରନ୍ତୁ ଦୀପାବଳି, ତାରିଖ ଦ୍ୱନ୍ଦ୍ୱ ଦୂର କଲା ମୁକ୍ତି ପଣ୍ଡିତ ମହାସଭା

ଭୁବନେଶ୍ୱର,୧୫।୧୦: ଦୀପାବଳି ତାରିଖ ଦ୍ବନ୍ଦ୍ବ ଦୂର କଲା ମୁକ୍ତି ପଣ୍ଡିତ ମହାସଭା। ୨୧ ନୁହେଁ ୨୦ ତାରିଖରେ ପୟାଶ୍ରାଦ୍ଧ ଓ ଦୀପାବଳି ପାଳନ କରାଯାଉ ବୋଲି ପ୍ରେସମିଟ୍‌ରେ ମୁକ୍ତି ପଣ୍ଡିତ ମହାସଭା ସ୍ପଷ୍ଟ କରିଛି। ୨୦ ତାରିଖ ଅପରାହ୍ନ ୩ଟା ୨୩ରୁ ପୟାଶ୍ରାଦ୍ଧ, ଦୀପାବଳି ପାଳନ। ୨୧ରେ ପାଳନ କରନ୍ତୁ ନାହିଁ, ଏହା ଶାସ୍ତ୍ର ବିରୋଧୀ ହେବ ବୋଲି ମୁକ୍ତି ପଣ୍ଡିତ ମହାସଭା କହିଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri