ଏହି ଦିନ ପାଳନ କରନ୍ତୁ ଦୀପାବଳି, ତାରିଖ ଦ୍ୱନ୍ଦ୍ୱ ଦୂର କଲା ମୁକ୍ତି ପଣ୍ଡିତ ମହାସଭା

ଭୁବନେଶ୍ୱର,୧୫।୧୦: ଦୀପାବଳି ତାରିଖ ଦ୍ବନ୍ଦ୍ବ ଦୂର କଲା ମୁକ୍ତି ପଣ୍ଡିତ ମହାସଭା। ୨୧ ନୁହେଁ ୨୦ ତାରିଖରେ ପୟାଶ୍ରାଦ୍ଧ ଓ ଦୀପାବଳି ପାଳନ କରାଯାଉ ବୋଲି ପ୍ରେସମିଟ୍‌ରେ ମୁକ୍ତି ପଣ୍ଡିତ ମହାସଭା ସ୍ପଷ୍ଟ କରିଛି। ୨୦ ତାରିଖ ଅପରାହ୍ନ ୩ଟା ୨୩ରୁ ପୟାଶ୍ରାଦ୍ଧ, ଦୀପାବଳି ପାଳନ। ୨୧ରେ ପାଳନ କରନ୍ତୁ ନାହିଁ, ଏହା ଶାସ୍ତ୍ର ବିରୋଧୀ ହେବ ବୋଲି ମୁକ୍ତି ପଣ୍ଡିତ ମହାସଭା କହିଛି।

 

Dharitri – Odisha’s No.1, Most Trusted Odia Daily

 

Share
Tags: diwali