ନିଆରା ଢଙ୍ଗରେ ପାଳିତ ହେଲା ସ୍ବାଧୀନତା ଦିବସ

ଚିତ୍ରଡ଼ା,୧୫ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ଯାଇଥିବା ରାଜ୍ୟ ରାଜପଥ ପାଶର୍‌ବରେ ମୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଭାସ କର ମହାପାତ୍ର ୭୪ତମ ସ୍ବାଧୀନତା ଦିବସ ଅବସରରେ ବୃକ୍ଷରୋପଣ ଏବଂ ପରିବେଶ ପ୍ରଦୂଷଣକୁ ଗୁରୁତ୍ୱ ଦେଇ ଶନିବାର ୧୫ ପ୍ରକାରର ଚାରାରୋପଣ କରିଛନ୍ତି। ଏତଦ୍‌ବ୍ୟତୀତ କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ସମସ୍ତ ରୋଗୀ ଏବଂ ବହିର୍ବିଭାଗକୁ ନିଜର ସ୍ବାସ୍ଥ୍ୟ ଦେଖାଇବାକୁ ଆସୁଥିବା ଲୋକଙ୍କୁ ଫଳ, ବିସ୍କୁଟ ଇତ୍ୟାଦି ପ୍ରଦାନ କରିବା ସହ ମାସ୍କ ମଧ୍ୟ ବଣ୍ଟନ କରିଥିଲେ। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବ୍ଲକ ଯୁବ କଂଗ୍ରେସ ସଭାପତି ଶଶଧର ବେହେରା, ମୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଶୁଭ ମହାନ୍ତ, ସଂଜୀବ ସେଠୀ, ଜଗନ୍ନାଥ ରାଇବାବୁ , ଓ୍ବାର୍ଡମେମ୍ବର ଦେବେନ୍ଦ୍ର ନାଥ ରାଇବାବୁ ଏବଂ ମହିଳା କଂଗ୍ରେସ ମୋର୍ଚ୍ଚାର ମହିଳାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri