ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୁଷୋତ୍ତମପୁର,୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଥିବା ବେଳେ ଏସ୍‌ଡିପିଓ ଅଫିସ ଓ ଥାନାରେ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ତହସିଲ କାର୍ଯ୍ୟାଳୟରେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବ୍ଲକରେ ବିଡିଓ ବିଜୟ କୁମାର ବେହେରା, ତାରିଣୀ କଲେଜରେ ଅଧ୍ୟକ୍ଷ ସୀମାଞ୍ଚଳ ପଟ୍ଟନାୟକ, ହିନ୍ଦୀ ପ୍ରଚାର ସଭାରେ କୂଳସଚିିବ ପ୍ରଫୁଲ କୁମାର ରଥ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମବିଶ୍ୱାସ ଥିଲେ ସଫଳତା ମିଳେ’

ଆରଡ଼ି,୧୯।୩(ଡି.ଏନ.ଏ.)-କଥାରେ ଅଛି ‘ଚାଷ ଅଛି ଯାହାର, କେତେ ସୁଖ ତାହାର’। ପିଲାଦିନୁ ପଢ଼ିଥିବା ଏହି ଉକ୍ତିକୁ ପ୍ରମାଣିତ କରିବାକୁ ସେ ସ୍ବପ୍ନ ଦେଖିଥିଲେ। ବାଧ୍ୟବାଧ୍ୟକତାରେ ଯୁକ୍ତ...

ମନ୍ତ୍ରୀଙ୍କ ପାଚେରି ଭାଙ୍ଗିଲେ ଗ୍ରାମବାସୀ

ବାରିପଦା ଅଫିସ, ୨।୧୦: ଯିବା ଆସିବା ଲାଗି ରାସ୍ତା ଛାଡ଼ିବାକୁ ଲୋକେ ଅନୁରୋଧ କରିଥିଲେ। ହେଲେ ଏଥିପ୍ରତି ଗୁରୁତ୍ୱ ନ ଦେବାରୁ ଲୋକଙ୍କ ରୋଷର ଶିକାର...

ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର

ରାଇସୁଆଁ, ୧୩।୯(ଡି.ଏନ.ଏ.)-କେନ୍ଦୁଝର ଜିଲାରୁ ସରକାର କୋଟି କୋଟି ଟଙ୍କା ରାଜସ୍ବ ପାଉଥିଲେ ମଧ୍ୟ ଅନେକ ଗଁା ଅଛି ଯେଉଁଠି ଗମନାଗମନ ସୁବିଧା ନାହିଁ। ଫଳରେ ଲୋକେ...

ଅନୁଗୋଳ ପାଇଁ ଗୌରବ ଆଣିଲେ ସୋମ୍ୟରଞ୍ଜନ: ହେଲେ ଜିଲା ଟପ୍ପର

ଅନୁଗୋଳ ଅଫିସ,୨୯।୭: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ଆୟୋଜିତ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ଛାତ୍ର ସୌମ୍ୟରଂଜନ ସାମନ୍ତ ସର୍ବାଧିକ ନମ୍ବର...

ପ୍ରେମିକାଙ୍କ ଘର ପଛରୁ ମିଳିଲା ପ୍ରେମିକଙ୍କ ମୃତଦେହ

ସମ୍ବଲପୁର,୧୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଖଇରମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜୁନ ୧୯ରେ ବିବାହ ସ୍ଥିର ହୋଇଥିବା ବେଳେ ଏହାର ଦୁଇଦିନ...

କମିଶନଙ୍କଠାରେ ହାଜର ହେବେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୧୮।୪(ସ୍ବ.ପ୍ର.), ୧୮।୪: ଜାତୀୟ ଜନଜାତି କମିଶନଙ୍କଠାରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ହାଜର ହେବେ। ତେବେ ଜିଲାପାଳଙ୍କୁ ହାଜର କରାଇବାକୁ ପୋଲିସ...

ଗାଡ଼ି ଧକ୍କାରେ ଜଣଙ୍କର ଜୀବନ ଗଲା

ରେଢ଼ାଖୋଲ,୯ା୪(ଡି.ଏନ୍‌.ଏ.): ରେଢ଼ାଖୋଲ ବୌଦ୍ଧ ରାସ୍ତାର କଦଳୀଗଡ଼ ଠାରେ ରବିବାର ଏକ ଟାଟା ଏସି ଅଟୋ ଧକ୍କାରେ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଜଣଙ୍କ ହେଲେ କଦଳୀଗଡ଼ର...

ହୋମ କ୍ବାରାଣ୍ଟାଇନ୍‌ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ...

Advertisement
Archives

Model This Week