ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ ପାଳିତ

ପୁରୁଷୋତ୍ତମପୁର,୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଥିବା ବେଳେ ଏସ୍‌ଡିପିଓ ଅଫିସ ଓ ଥାନାରେ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ତହସିଲ କାର୍ଯ୍ୟାଳୟରେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବ୍ଲକରେ ବିଡିଓ ବିଜୟ କୁମାର ବେହେରା, ତାରିଣୀ କଲେଜରେ ଅଧ୍ୟକ୍ଷ ସୀମାଞ୍ଚଳ ପଟ୍ଟନାୟକ, ହିନ୍ଦୀ ପ୍ରଚାର ସଭାରେ କୂଳସଚିିବ ପ୍ରଫୁଲ କୁମାର ରଥ ପତାକା ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ୫୪ ପଜିଟିଭ୍‌ ଚିହ୍ନଟ: ରହିଛନ୍ତି ୨ କରୋନା ଯୋଦ୍ଧା

କୋରୁକୋଣ୍ଡା,୧୭।୭(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ଜିଲାରେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାର ସର୍ବାଧିକ ୫୪ ଆକ୍ରାନ୍ତ...

କୋଟିଏ ଟଙ୍କାର କଦଳୀ ଫସଲ ନଷ୍ଟ

ଛେଣ୍ଡିପଦା,୨୧।୩(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳର କଦଳୀ ଚାଷୀଙ୍କ ପାଇଁ କାଳ ହୋଇଛି କାଳବୈଶାଖୀ। ଗତ ଗୁରୁବାର ହୋଇଥିବା କାଳବୈଶାଖୀରେ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ...

ବାଲ୍ୟ ବିବାହକୁ ନା, ବିଦ୍ୟାଳୟକୁ ହଁ: ଶପଥ ନେଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨୪।୧୦ – ଢେଙ୍କାନାଳ ଜିଲା ପ୍ରଶାସନ, ଆକ୍ସନ ଏଡ୍‌ ଏବଂ ୟୁନିସେଫ୍‌ର ମିଳିତ ସହଯୋଗରେ ଗୋବିନ୍ଦପୁରସ୍ଥିତ କାମାକ୍ଷା ପ୍ରସାଦ ହାଇସ୍କୁଲରେ ‘ବାଲ୍ୟ ବିବାହକୁ...

ବଧୂହତ୍ୟା ଅଭିଯୋଗ

ପଦ୍ମପୁର,୨୪।୫ (ଡି.ଏନ.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତ ସାନକୋରବାଟିଆ ଗ୍ରାମର ଉଷାରାଣୀ ଜେନା ନାମ୍ନୀ ଜଣେ ମହିଳାଙ୍କୁ ଶାଶୁଘର ଲୋକେ...

୪ ମାସ ହେଲା ଏଟିଏମ୍‌ରେ ତାଲା

ଢେଙ୍କିକୋଟ,୬।୧୨(ଡି.ଏନ.ଏ.)  କେନ୍ଦୁଝର ଜିଲା ଢେଙ୍କିକୋଟ ଏକ ବ୍ୟସ୍ତ ବହୁଳ ବଜାର ଭାବେ ପରିଚିତ। ଏଠାରେ ଛୋଟ ବଡ଼ ୫୦ରୁ ଉର୍ଦ୍ଧ୍ୱ ବ୍ୟବସାୟିକ ଦୋକାନ ଥିବାବେଳେ ଏହି ବଜାର...

ଚାକିରି କରାଇଦେବା ନାଁରେ ଠକେଇ: ଅଭିଯୁକ୍ତ ଯୁବକ ଗିରଫ

ବସ୍ତା, ୩୦।୧୨(ସ୍ବ.ପ୍ର.)-ଫକୀରମୋହନ ମେଡ଼ିକାଲ କଲେଜ ଓ ହସ୍‌ପିଟାଲରେ ଚାକିରି କରାଇଦେବାକୁ କହି ଟଙ୍କା ଠକି ନେଇ ପଳାଉଥିବା ଜଣେ ଯୁବକ ଲୋକଙ୍କ ଦ୍ୱାରା ଧରାପଡ଼ି ଗିରଫ...

ଦାରିଙ୍ଗବାଡ଼ି ଅଞ୍ଚଳରେ ସୁଧୁରୁନି ପରିବହନ ବ୍ୟବସ୍ଥା: ଧରିତ୍ରୀରେ ଖବର ପ୍ରକାଶ ପରେ ବିଭାଗୀୟ ତତ୍ପରତା

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ସହ ଯାନବାହନ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଶନିବାର ସନ୍ଧ୍ୟାରେ ରାସ୍ତା ବ୍ଲକିଂ...

ବେଙ୍ଗାଲୁରୁରେ ଫସିଛନ୍ତି ୩୫ ଶ୍ରମିକ: ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ସରକାରଙ୍କୁ ନିବେଦନ

କୃଷ୍ଣପ୍ରସାଦ, ୨୮ା୩(ନି.ପ୍ର.): କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ। ଗାଡ଼ିମୋଟର, ଟ୍ରେନ ସବୁ ବନ୍ଦ। ଏଭଳି ସ୍ଥିତିରେ ବେଙ୍ଗାଲୁରୁରେ ଫସିରହିଛନ୍ତି ପୁରୀ ଜିଲା କୃଷ୍ଣପ୍ରସାଦର ୩୫ଜଣ...

Advertisement
Archives

Model This Week