୧୯୭୧ ଯୁଦ୍ଧର ୫୦ ବର୍ଷ ପୂର୍ତ୍ତି ପାଳନ

ଢେଙ୍କାନାଳ ଅଫିସ,୪ା୧୧: ୧୯୭୧ ଯୁଦ୍ଧର ୫୦ ବର୍ଷ ପୂର୍ତ୍ତି ଅବସରରେ ତଥା ସର୍ଣ୍ଣିମ ବିଜୟ ବର୍ଷ ପାଳନ ଉପଲକ୍ଷେ ଢେଙ୍କାନାଳ ରାଜବାଟୀରେ ବ୍ରିଗେଡିୟର କାମାକ୍ଷା ପ୍ରସାଦ ସିଂହ ଦେଓଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ପ୍ରତିରକ୍ଷା ବିଭାଗ ଭୁବନେଶ୍ୱର ମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ସମର୍ଦ୍ଧନା କରାଯାଇଥିବା ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରି ଶାରଦା ପ୍ରସାଦ ମହାନ୍ତି ସୂଚନା ଦେଇଛନ୍ତି। ଏହି ଅବସରରେ ଆସିଥିବା ମଶାଲକୁ ସାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା। କର୍ନେଲ ରିସି ଓ୍ବାଇଙ୍କ ନେତୃତ୍ୱରେ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ...

ପୁଣି କାନ୍ଧରେ ବୁହାହେଲା ମୃତଦେହ

କ.ନୂଆଗାଁ,୨ା୭(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ଥାନା ଅଞ୍ଚଳରେ ପୁଣି ମୃତଦେହକୁ କାନ୍ଧରେ ବୋହି ନେଇଛନ୍ତି ପରିବାର ଲୋକେ। ବଣ୍ଡଗୁଡା ଗ୍ରାମ ପଞ୍ଚାୟତରେ ରାତି...

ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ...

ବସ୍‌ ଧକ୍କାରେ ସାଇକେଲ ଆରୋହୀ ଗୁରୁତର : କଟକ ସ୍ଥାନାନ୍ତର

ଆନନ୍ଦପୁର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁରଠାରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀ...

ଲୋକଙ୍କ ଘରେ ଜିନିଷ ପହଞ୍ଚାଇବ ହୋମ୍‌ଭେରି ପୋର୍ଟାଲ

ସମ୍ବଲପୁର,୨୮।୩(ବ୍ୟୁରୋ)-ଲକ୍‌ଡାଉନ ଘୋଷଣା ହେବା ପରେ ସମ୍ବଲପୁର ଜିଲାରେ ଦୋକାନ ବଜାରଗୁଡିକ ବନ୍ଦ ରହିଛି। ମହାନଗର ନିଗମ ପକ୍ଷରୁ ଶୁକ୍ରବାରଠାରୁ କିରାନା ସାମଗ୍ରୀ ଏବଂ ଔଷଧ ହୋମ...

କାନ୍ଥ ତାଡ଼ି ୧୫ ମୋବାଇଲ, କମ୍ପ୍ୟୁଟର ଚୋରି

ବନ୍ତଳା, ୩୦ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ଛକ କନକ ଦୁର୍ଗା ବଜାରରେ ରବିବାର ରାତିରେ ଖାଲଙ୍ଗା ଗ୍ରାମର ପ୍ରଦୀପ ପ୍ରଧାନ (୩୩) ଙ୍କ ମୋବାଇଲ...

ବିବାହ ଭୋଜିରେ ଯୋଗ ଦେଇ ୧୧ ହେଲେ କରୋନା ଆକ୍ରାନ୍ତ: ଭୁବନେଶ୍ବରରୁ ଅଛନ୍ତି ଜଣେ

କଟକ ଅଫିସ,୫।୭: କଟକ ସହର ମାଣିକଘୋଷରୁ ଶନିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଏବଂ ୪ଜଣ...

ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଫୁଲବାଣୀ ଅଫିସ, ୩୧ା୮-ଫୁଲବାଣୀ ସହର ଡାମିଗାଁ ପାଖ ସାଲୁଙ୍କି ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି...

Advertisement
Archives

Model This Week