ବଡବିଲର ବିଭିନ୍ନସ୍ଥାନରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ

କେନ୍ଦୁଝର,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ବିଭିନ୍ନସ୍ଥାନରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ବଡ଼ବିଲ ଜେଏମଏଫସି କୋର୍ଟ ପରିସରରେ ଆଇନଜୀବୀ ଓ କୋର୍ଟ କର୍ମଚାରୀଙ୍କ ଗହଣରେ ଜେଏମଏଫସି ପ୍ରଥମ ସାଧନଜୀତ ପଣ୍ଡା ଜାତୀୟ ପତାକା ଉତ୍ତୋଳନ କରଥିଲେ। ସ୍ଥାନୀୟ ବିକାଶ ମହଲଠାରେ ଜାତୀୟ ଦିବସ ପାଳନ ସମିତି ଆନୁକୂଲ୍ୟରେ ସମିତି ସଭାପତି ତଥା ତହସିଲଦାର ଆଲୋକ ପଟେଲ ଜାତୀୟ ପତାକା ଉତ୍ତୋଳନ କରିବା ପରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’-ବାପାଙ୍କୁ ହରାଇଥିବା ଦିବେଶ ମାଟ୍ରିକ ଟପ୍ପର

ଝାରସୁଗୁଡ଼ା ଅଫିସ,୨୯ା୭: କଥାରେ ଅଛି ଇଚ୍ଛାଶକ୍ତି ଥିଲେ ସଫଳତା ଆପଣାଛାଏଁ ମିଳିଥାଏ। ଏହି କଥାର  ବାସ୍ତବତା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲାରେ। ଏହି ଜିଲାର ନିକତିମାଲ...

ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର

ତିହିଡ଼ି,୧୧।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନନ୍ଦପୁର ବଜାର ଓ ତିହିଡ଼ି ପୁରୁଣାହାଟ ମଧ୍ୟସ୍ଥଳରେ ଥିବା ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ରାତିରେ ତିହିଡ଼ି...

ଆନ୍ଧ୍ରରୁ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଲେ ୧୧ ମତ୍ସ୍ୟଜୀବୀ

କୋଣାର୍କ,୨୪ା୫(ଡି.ଏନ.ଏ)- ଆନ୍ଧ୍ରପ୍ରଦେଶରୁ ସାମୁଦ୍ରିକ ପଥରେ ଏକ ମାଛଧରା ବୋଟରେ ୧୧ଜଣ ମତ୍ସ୍ୟଜୀବୀ ଆସି ରବିବାର ପୂର୍ବାହ୍ନରେ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଛନ୍ତି। ଏମାନେ ସମସ୍ତେ ସ୍ଥାନୀୟ ନୋଳିଆ...

ହାଟରେ ମାନୁନାହାନ୍ତି କୋଭିଡ୍‌ କଟକଣା

ଗୋପ,୩।୫(ଡି.ଏନ୍‌.ଏ): କରୋନା କଟକଣାକୁ ନେଇ ସରକାର ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଗୋପ ଥାନା ଅଧିନ ନୟାହାଟ ହାଟରେ ତା’ର ବ୍ୟତିକ୍ରମ ଦେଖାଦେଇଛି। ହାଟରେ ଲୋକେ...

ବନ ବିଭାଗ ଶୋଇଛି, ପ୍ରତିଦିନ ଚାଲିଛି ଗଛକଟା

ନୂଆଗାଁ,୨୯।୯ (ଡି.ଏନ.ଏ.)-ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧିନରେ ଥିବା ଜଙ୍ଗଲରୁ ବାରମ୍ବାର ଶାଳ କାଠ ଚୋରି ହେଉଥିଲେ ମଧ୍ୟ ବନ ବିଭାଗ ନୀରବଦ୍ରଷ୍ଟା ସାଜିଛି ।...

ଆବାସ ଯୋଜନା ବାଟବନା:ପଲିଥିନ୍‌ ଢପା ଭଂଗା ଘରେ ଗରିବ ପରିବାର

ଖପ୍ରାଖୋଲ, ୨୮ା୬(ଡି.ଏନ.ଏ.): ଗରବ୍‌ ଦୁଖି ପରିବାର ଲାଗି ମୁଡ଼ ଗୁଁଜ୍‌ବାକେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକାଘର, ଇନ୍ଦିରା ଆବାସ, ମୋ କୁଡ଼ିଆ ଲେଖେଁ ଅନେକ ଆବାସ...

ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କାମାକ୍ଷାନଗର, ୨୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ନିକଟରେ ବୁଧବାର ଏକ ଦୁର୍ଘଟଣାକୁ ନେଇ ଲଙ୍କାକାଣ୍ଡ ଘଟିଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ...

ଉଦ୍‌ଘାଟନୀ ମ୍ୟାଚ୍‌ରେ ଗୁଜରାଟ-ଚେନ୍ନାଇ ମହାମୁକାବିଲା

ଅହମ୍ମଦାବାଦ,୩୦ା୩: ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ୍‌ର ୧୬ତମ ସଂସ୍କରଣର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ୍‌ ହାର୍ଦ୍ଦିକ୍‌ ପାଣ୍ଡ୍ୟାଙ୍କ ଗୁଜରାଟ ଟାଇଟନ୍ସ...

Advertisement
Archives

Model This Week