Posted inଜାତୀୟ

ଟିଏମ୍‌ସି ପକ୍ଷରୁ ଉତ୍ସବ ଆରମ୍ଭ, ୧୨,୦୦୦ ଭୋଟରେ ଆଗୁଆ ଦିଦି…

କୋଲକାତା,୩।୧୦: ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନ ପାଇଁ ନିର୍ବାଚନର ଭୋଟ ଗଣତି ରବିବାର ପୂର୍ବାହ୍ନ ୯ଟାଠାରୁ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରିୟଙ୍କା ଟିବରେଓ୍ବାଲଙ୍କଠାରୁ ପୂର୍ବାହ୍ନ ୧୧ଟା ସୁଦ୍ଧା ସୁଦ୍ଧା ଶେଷ ହୋଇଥିବା ଚତୁର୍ଥ ରାଉଣ୍ଡ ଭୋଟ ଗଣତିରେ ୧୨,୦୦୦ଭୋଟରେ ଆଗୁଆ ରହିଛନ୍ତି।

ମମତା ୧୬,୩୯୭ ଭୋଟ ପାଇଥିବାବେଳେ ପ୍ରିୟଙ୍କା ୩୯୬୨ ଭୋଟ ପାଇଛନ୍ତି। ଦିଦି ୧୨,୪୩୫ ଭୋଟରେ ଆଗୁଆ ରହିଛନ୍ତି। ଦିଦି ଆଗୁଆ ରହିଥିବା ନେଇ ତାଙ୍କ ଦଳ ଟିଏମ୍‌ସିର କର୍ମୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି। ଏବେ ଟିଏମ୍‌ସିରେ ଉତ୍ସବ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବି ଅନ୍ଧାରରେ ନେହେଲା: ଦୁର୍ଗମ ଅଞ୍ଚଳରେ ସାତସପନ ବିଜୁଳି

ଥୁଆମୂଳ ରାମପୁର,୩୦ା୪ (ଦୁର୍ଗା କୀର୍ତ୍ତି):ସରକାର ସବୁ ଗାଁକୁ ବିଜୁଳିର ନାରା ଦେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ ଅଞ୍ଚଳରେ ଏହା ଏବେ ବି…

ଭିନ୍ନକ୍ଷମଙ୍କ ପାଖରେ ସରକାରୀ ସୁବିଧା ଅପହଞ୍ଚ: ଜିଲାପାଳଙ୍କ ଦ୍ୱାରସ୍ଥ

ନୂଆପଡ଼ା,୩୦ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ମାନିଗୁଡ଼ା ପଞ୍ଚାୟତ ନାଏକପଡ଼ା ଗଁାର ଜଣେ ଭିନ୍ନକ୍ଷମ ଯୁବତୀ ବିଭିନ୍ନ ସମସ୍ୟା ନେଇ ବୁଧବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ସରିଲା ନିର୍ବାଚନ, ବଢିଯିବ ପେଟ୍ରୋଲ-ଡିଜେଲ ଦର? ଭରି ଦିଅନ୍ତୁ ଟାଙ୍କି…

ନୂଆଦିଲ୍ଲୀ,୩୦।୪: ନିର୍ବାଚନ ପରେ ବଢିପାରେ ପେଟ୍ରୋଲ-ଡିଜେଲ ଦର! ଏସବୁ ଆଲୋଚନା ଭିତରେ ନିର୍ୱାଚନ ସରିଛି। ତେବେ ବର୍ତ୍ତମାନ ଚର୍ଚ୍ଚା ହେଉଛି କି ପେଟ୍ରୋଲ ରେଟ୍‌ ବଢିପାରେ। ନିର୍ୱାଚନ…

ଚମକାଇଲା Exit Poll, ବଙ୍ଗରେ ୫ଗୁଣା ବଢିଯିବ କଂଗ୍ରେସ ସିଟ୍‌!

କୋଲକାତା,୩୦।୪: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବୁଧବାର (୨୯ ଏପ୍ରିଲ, ୨୦୨୬) ଶେଷ ହୋଇଛି। ସମକାଳୀନ ଭାବରେ, ଏକଜିଟ ପୋଲର ଫଳାଫଳ ମଧ୍ୟ ପ୍ରକାଶ ପାଇଛି। ଏହି…

ବାଛୁରୀକୁ ଖାଇଦେଲା ବାଘ! ଗାଁରେ ଖେଲିଗଲା ଆତଙ୍କ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ଆମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଖେଳିଯାଇଛି। ବୁଧବାର ବିଳମ୍ବିତ ରାତିରେ ଉକ୍ତ ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମର ଗୋପାଳ ଭୋଇଙ୍କ ଗୁହାଳରେ…

ଜିତୁ ମୁଣ୍ଡାଙ୍କୁ ମାସକର ଦରମା ଦେବେ ରାଜସ୍ଥାନ ଭାଜପା ମନ୍ତ୍ରୀ: କହୁ କହୁ କହିଦେଲେ ଏମିତି କଥା

ଜୟପୁର,୩୦ା୪ (ପି.ଟି.):କେନ୍ଦୁଝର ଜିଲାରେ ଜମା ଟଙ୍କା ପାଇବା ପାଇଁ ବ୍ୟାଙ୍କକୁ ଜଣେ ଆଦିବାସୀ ବ୍ୟକ୍ତି ଭଉଣୀଙ୍କ କଙ୍କାଳ ବୋହି ଆଣିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ…

ସମୃଦ୍ଧିର ପ୍ରତୀକ

ଲକ୍ଷ୍ମୀଙ୍କ ଦୁଇ ପାଖରେ ଦୁଇଟି ହାତୀ ତାଙ୍କ ମୁଣ୍ଡ ଉପରେ ପାଣି ଢାଳୁଥିବାର ଛବି ବା ମୂର୍ତ୍ତି ସାରା ଭାରତରେ ବେଶ୍‌ ଜଣାଶୁଣା। ଏହାକୁ ସମୃଦ୍ଧିର ପ୍ରତୀକ…

ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri