ଫ୍ରିଡମ ଅଏଲ ପକ୍ଷରୁ ସମ୍ମାନ ଉତ୍ସବ

କଟକ,୩ା୯: ଦେଶର ପ୍ରମୁଖ ଖାଇବାତେଲ ବିପଣନ କମ୍ପାନୀ ଫ୍ରିଡମ ଅଏଲ ଏବଂ କଟକ ମହାନଗର ନିଗମ (ସିଏମ୍‌ସି) ର ୪୬ନଂ. ୱାର୍ଡ, ଶିଖରପୁର ପାଠାଗାର କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ସ୍ଥାନୀୟ ଶିଖରପୁର ଉପରସାହିରେ ଏକ ସମ୍ମାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାଠାଗାରର ସଭାପତି ଲକ୍ଷ୍ମୀଧର ମହାନ୍ତି, ଫ୍ରିଡମ ଅଏଲର ଓଡ଼ିଶା ମୁଖ୍ୟ ଅମିୟ କୁମାର ଧଳ, କଟକ ସେଲ୍‌ସ ମ୍ୟାନେଜର ଜୀବନେଶ୍ୱର ବେହେରା, ୪୬ନଂ ୱାର୍ଡ କର୍ପୋରେଟର ପ୍ରଳୟା ବେଉରା, ଶିଖରପୁର ପୂଜା କମିଟିର ସମ୍ପାଦକ ବିଷ୍ଣୁଚରଣ ନାୟକ, ସାହି ମୁରବି ଶରତ ଚନ୍ଦ୍ର ପ୍ରଧାନଙ୍କ ସମେତ ପାଠାଗାର କ୍ରୀଡ଼ା ସଂସଦର ସମସ୍ତ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାନଙ୍କ ମଧ୍ୟରେ ଡ. କୃଷ୍ଣବଲ୍ଲଭ ଦାସ, ପୂର୍ଣ୍ଣଚନ୍ଦ୍ର ବେହେରା, ପ୍ରଫେସର କେ.ବି. ଦାସ, ଅନାଥ ପରିବାରର ମୃତ ବ୍ୟକ୍ତିଙ୍କ ଶବଦାହ କରି ସୁନାମ ଅର୍ଜନ କରିଥିବା ଅଭିମନ୍ୟୁ ଦାସ, ବୈଜ୍ଞାନିକ ପଦ୍ମିନୀ ସ୍ବାଇଁ ଏବଂ ଆନି ପୁନମ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୨୦ଜଣ କୃତୀ ଛାତ୍ରୀଛାତ୍ରଙ୍କୁ ମେଧା ଛାତ୍ର ସମ୍ମାନ ଏବଂ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପ୍ରଦାନ କରି କୃତିତ୍ୱ ଅର୍ଜନ କରିଥିବା ୧୨ଜଣ ବ୍ୟକ୍ତିବିଶେଷଙ୍କୁ ଦରଦୀ ବନ୍ଧୁ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri