ଫ୍ରିଡମ ଅଏଲ ପକ୍ଷରୁ ସମ୍ମାନ ଉତ୍ସବ

କଟକ,୩ା୯: ଦେଶର ପ୍ରମୁଖ ଖାଇବାତେଲ ବିପଣନ କମ୍ପାନୀ ଫ୍ରିଡମ ଅଏଲ ଏବଂ କଟକ ମହାନଗର ନିଗମ (ସିଏମ୍‌ସି) ର ୪୬ନଂ. ୱାର୍ଡ, ଶିଖରପୁର ପାଠାଗାର କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ସ୍ଥାନୀୟ ଶିଖରପୁର ଉପରସାହିରେ ଏକ ସମ୍ମାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାଠାଗାରର ସଭାପତି ଲକ୍ଷ୍ମୀଧର ମହାନ୍ତି, ଫ୍ରିଡମ ଅଏଲର ଓଡ଼ିଶା ମୁଖ୍ୟ ଅମିୟ କୁମାର ଧଳ, କଟକ ସେଲ୍‌ସ ମ୍ୟାନେଜର ଜୀବନେଶ୍ୱର ବେହେରା, ୪୬ନଂ ୱାର୍ଡ କର୍ପୋରେଟର ପ୍ରଳୟା ବେଉରା, ଶିଖରପୁର ପୂଜା କମିଟିର ସମ୍ପାଦକ ବିଷ୍ଣୁଚରଣ ନାୟକ, ସାହି ମୁରବି ଶରତ ଚନ୍ଦ୍ର ପ୍ରଧାନଙ୍କ ସମେତ ପାଠାଗାର କ୍ରୀଡ଼ା ସଂସଦର ସମସ୍ତ ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାନଙ୍କ ମଧ୍ୟରେ ଡ. କୃଷ୍ଣବଲ୍ଲଭ ଦାସ, ପୂର୍ଣ୍ଣଚନ୍ଦ୍ର ବେହେରା, ପ୍ରଫେସର କେ.ବି. ଦାସ, ଅନାଥ ପରିବାରର ମୃତ ବ୍ୟକ୍ତିଙ୍କ ଶବଦାହ କରି ସୁନାମ ଅର୍ଜନ କରିଥିବା ଅଭିମନ୍ୟୁ ଦାସ, ବୈଜ୍ଞାନିକ ପଦ୍ମିନୀ ସ୍ବାଇଁ ଏବଂ ଆନି ପୁନମ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୨୦ଜଣ କୃତୀ ଛାତ୍ରୀଛାତ୍ରଙ୍କୁ ମେଧା ଛାତ୍ର ସମ୍ମାନ ଏବଂ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପ୍ରଦାନ କରି କୃତିତ୍ୱ ଅର୍ଜନ କରିଥିବା ୧୨ଜଣ ବ୍ୟକ୍ତିବିଶେଷଙ୍କୁ ଦରଦୀ ବନ୍ଧୁ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିଏସ୍‌ଏମ୍‌ଏଲ୍‌ର ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମ

ଭୁବନେଶ୍ୱର,୧୨।୪: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ଏକ ସ୍ବତନ୍ତ୍ର ଆପ୍ରେଣ୍ଟିଶିପ୍‌ ପ୍ରୋଗ୍ରାମର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିବିଧତା,ଲିଙ୍ଗଗତ ସମାନତା...

ପାକିସ୍ତାନକୁ ମିଳି ନ ପାରେ ଆର୍ଥିକ ସହାୟତା

ପ୍ୟାରିସରେ ଜୁନ୍‌ ୨୧ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଲିଥିବା ଏଫ୍‌ଏଟିଏର ଭର୍ଚୁଆଲ୍‌ ସେସନରେ ଏସିଆ-ପାସିଫିକ୍‌ ଗ୍ରୁପ୍‌ ପାକିସ୍ତାନ ଉପରେ ପ୍ରଦାନ କରିଥିବା ରିପୋର୍ଟର ସମୀକ୍ଷା କରାଯାଇଛି।...

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା: ଏଭଳି ଭାବେ ଆପ୍‌ରେ ରେଜିଷ୍ଟ୍ରେଶନ କରି ଲାଭ ଉଠାନ୍ତୁ…

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଦେଶର କୋଟି କୋଟି କୃଷକ ବାର୍ଷିକ ୬୦୦୦ ଟଙ୍କା ଲାଭ କରୁଛନ୍ତି। ଏହି ଯୋଜନାର ହିତାଧିକାରୀଙ୍କ...

ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ

ଭୁବନେଶ୍ୱର,୧୨।୬: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ ଭିତ୍ତିକ କାର୍ଯ୍ୟକ୍ରମ ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌...

ବିଏମ୍‌ସି ପକ୍ଷରୁ କର୍କଟ ପରୀକ୍ଷା ଶିବିର

ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ କର୍କଟ ଚିକିତ୍ସା କେନ୍ଦ୍ର ବାଲ୍‌କୋ ମେଡିକାଲ ସେଣ୍ଟର(ବିଏମ୍‌ସି) ନ୍ୟୁ ରାୟପୁର ଛତିଶଗଡ଼ ପକ୍ଷରୁ ଏକ ମେଗା କର୍କଟ ରୋଗ ପରୀକ୍ଷା...

ରାଷ୍ଟ୍ରବ୍ୟାପୀ ଡିଜିଟାଲ ଜୀବନ ପ୍ରମାଣପତ୍ର ପ୍ରୋତ୍ସାହନ ଅଭିଯାନ

ଭୁବନେଶ୍ୱର,୧୭।୧୧: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ପଞ୍ଜୀକରଣ ଶିବିର ଆୟୋଜିତ ହୋଇଯାଇଛି। ଏପରିକି ପେନ୍‌ସନ...

ଡାବର ଇଣ୍ଡିଆ ଅଧ୍ୟକ୍ଷ ହେଲେ ଅମିତ ବର୍ମନ

ନୂଆଦିଲ୍ଲୀ,୨୦-୭: ଦୈନନ୍ଦିନ ବ୍ୟବହାରରେ ଲାଗୁଥିବା ସାମଗ୍ରୀ ଉତ୍ପାଦକ ଡାବର ଇଣ୍ଡିଆର ଅଧ୍ୟକ୍ଷ ଭାବେ ଅମିତ ବର୍ମନଙ୍କୁ ନିଯୁକ୍ତ କରାଯାଇଛି। ଉତ୍ତରାଧିକାରୀ ପରମ୍ପରା ଅନୁଯାୟୀ ତାଙ୍କୁ ଏହି...

ଫୋର୍ବସ ଭାରତୀୟ ଧନୀ ତାଲିକା ଶୀର୍ଷରେ ମୁକେଶ

ନୂଆଦିଲ୍ଲୀ: ଫୋର୍ବସ ପକ୍ଷରୁ ପ୍ରକାଶିତ ୧୦୦ ଭାରତୀୟ ଧନୀ ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଶୀର୍ଷରେ ରହିଛନ୍ତି। ଲଗାତର ୧୩ ବର୍ଷ ଲାଗି...

Advertisement
Archives

Model This Week