ବାପି ଦାଙ୍କୁ ଶେଷ ସମ୍ମାନ ଜଣାଇଲେ ସେଲିବ୍ରିଟି…

ମୁମ୍ବାଇ,୧୭।୨ : ଡିସ୍କୋ କିଙ୍ଗ୍‌ ବାପି ଲାହିରୀଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତାଙ୍କର ଶେଷ ଯାତ୍ରା ଗୁରୁବାର ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ମୁମ୍ବାଇର ଓ୍ବିଲେ ପାର୍ଲରେ ଅବସ୍ଥିତ ପୱନ ହଂସ ଶ୍ମଶାନ ଘାଟରେ ପହଞ୍ଚିଛି। ତାଙ୍କ ପାର୍ଥିବ ଶରୀରକୁ ଫୁଲରେ ସଜାଯାଇଥିବା ଏକ ଟ୍ରକରେ ଘରୁ ଶ୍ମଶାନ ଘାଟ ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା। ବାପି ଲାହିରୀଙ୍କ ପାର୍ଥତ୍ବ ଶରୀର ଶ୍ମଶାନ ଘାଟରେ ପହଞ୍ଚିବା ପରେ ଶକ୍ତି କପୁର, ରୁପାଲି ଗାଙ୍ଗୁଲି, ଅଲକା ୟାଗ୍ନିକ, ଶରବାଣୀ ମୁଖାର୍ଜୀ, ଇଲା ଅରୁଣ ଏବଂ ଅନ୍ୟ ଅନ୍ୟମାନେ ବାପି ଦାଙ୍କୁ ଶେଷ ସମ୍ମାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲ ମଣିଷ ହେବି, ଗରିବଙ୍କୁ ସାହାଯ୍ୟ କରିବି, ଏନ୍‌ସିବିକୁ କହିଲେ ଆର୍ୟନ…

ମୁମ୍ବାଇ,୧୭।୧୦: ଏବେ ମୁଁ ଗୁଡ୍‌ ବୟ ହେବି ବୋଲି କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଗିରଫ ହୋଇଥିବା ଶାହାରୁଖ ଖାଁଙ୍କ ପୁଅ ଆର୍ଯନ ଖାଁ ହେବା...

ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ

ମାଲାୟାଲମ ସିନେମାର ପ୍ରସିଦ୍ଧ  ତଥା ଲେଖକ ପି ବାଲାଚନ୍ଦ୍ରନଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ସେ କେରଳର ଭାଏକୋମ...

ଏହି ଅଭିନେତ୍ରୀଙ୍କ ସୋସାଇଟିରେ କରୋନା ରୋଗୀ ଚିହ୍ନଟ ହେବା ପରେ ଆପାର୍ଟମେଣ୍ଟକୁ କରାଗଲା ସିଲ୍‌

ମୁମ୍ବାଇ,୫।୫: କରୋନା ଭାଇରସ୍‌ ସାରା ଦେଶରେ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ହଜାରରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ଏହାକୁ ରୋକିବା...

ଲଭ ଲେଟର ଲେଖିବାରେ ଓସ୍ତାଦ ଥିଲେ ଜାଭେଦ ଅଖତର

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଗୀତିକାର ଜାଭେଦ ଅଖତର ଆଜି ୭୭ ବର୍ଷରେ ପାଦ ରଖିଛନ୍ତି । ମଧ୍ୟପ୍ରଦେଶର ଗ୍ୱାଲିୟରେ ଜନ୍ମ ନେଇଥିବା ଜାଭେଦ ଆଜି ବଲିଉଡ...

ସୁଶାନ୍ତ ଆତ୍ମହତ୍ୟା କରିଥିବା ଫ୍ଲାଟ୍‌ରେ ରହିବାକୁ କେହି ରାଜି ନାହାନ୍ତି, ୨.୫ ବର୍ଷ ପରେ ବି ପଡିଛି ଖାଲି

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆମ ଗହଣରେ ନ ଥାଇ ପାରନ୍ତି, କିନ୍ତୁ ତାଙ୍କ ସ୍ମୃତି ପ୍ରଶଂସକଙ୍କ ହୃଦୟରେ ସର୍ବଦା ରହିଆସିଛି। ଜୁନ ୧୪,...

‘ନଟ୍‌ଖଟ୍‌’ ନିର୍ମାଣ କରିବେ ବିଦ୍ୟା

ମୁମ୍ବାଇ: ଅଭିନେତ୍ରୀ ବିଦ୍ୟା ବାଲାନ୍‌ ସାମାଜିକ ପ୍ରସଙ୍ଗଭିତ୍ତିକ ଫିଲ୍ମ ‘ନଟ୍‌ଖଟ୍‌’ ନିର୍ମାଣ କରିବାକୁ ଯାଉଛନ୍ତି। ଏଥିରେ ସେ ନିଜେ ମଧ୍ୟ ଅଭିନୟ କରିବେ। ଏଥିପାଇଁ ସେ...

ଆଇପିଏଲ୍‌ ଫାଇନାଲରେ ରିଲିଜ ହେବ ‘ଲାଲ୍‌ ସିଂ ଚଡ୍‌ଢ଼ା’ର ଟ୍ରେଲର୍‌

ବମ୍ବେ: ବଲିଉଡ୍‌ର ମିଷ୍ଟର ପର୍‌ଫେକ୍ସନିଷ୍ଟ ଆମିର ଖାନ ସବୁବେଳେ କିଛି ନା କିଛି ନୂଆ କରିଥାନ୍ତି। ଭିନ୍ନ ଚରିତ୍ରରେ ଅଭିନୟଠାରୁ ଆରମ୍ଭ କରି ଫିଲ୍ମର କାହାଣୀ,...

ପାକିସ୍ତାନ ପହଞ୍ଚିଲା ଶାହାରୁଖଙ୍କ ‘ପଠାନ’

ମୁମ୍ବାଇ: ଶାହାରୁଖ ଖାଁଙ୍କ ଅଭିନୀତ ମୁଭି ‘ପଠାନ’ ବକ୍ସ ଅଫିସରେ ଖୁବ ଭଲ କଲେକସନ କରିଛି । ସାରା ବିଶ୍ୱରେ ଏହା ୬୦୦ କୋଟି ଆୟ...

Advertisement
Archives

Model This Week