ନୂଆ ଲୁକରେ ନଜର ଆସିଲେ କାର୍ତ୍ତିକ ଆର୍ଯ୍ୟନ

ମୁମ୍ବାଇ,୨୧।୧୨-ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ନୂଆ ଲୁକରେ ନଜର ଆସିଛନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଫଟୋରେ କାର୍ତ୍ତିକ ଲମ୍ବା କେଶ ସାଙ୍ଗକୁ ଚଷମା ଆଉ ବ୍ଲୁ ଫର୍ମାଲ ସୁଟରେ ଏକ ଭିନ୍ନ ଅନ୍ଦାଜରେ ନଜର ଆସିଛନ୍ତି। ବାସ୍ତବରେ ଏହା ହେଉଛି କାର୍ତ୍ତିକଙ୍କ ଅପକମିଂ ଫିଲ୍ମ ’ଧମାକା’ର ଲୁକ। ଏହି ଫିଲ୍ମରେ ସାମ୍ବାଦିକ ଭୂମିକାରେ କାର୍ତ୍ତିକ ନଜର ଆସିବେ। ଏହି ଫଟୋକୁ କାର୍ତ୍ତିକ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଲିଆଙ୍କୁ ଭିଡ଼ରୁ ବଞ୍ଚାଇଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରେ ଆଲିଆ ଭଟ୍ଟ ଓ ରଣବୀର କପୁର ଅନ୍ୟତମ। ଦୀର୍ଘଦିନରୁ ବି’ଟାଉନରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗିରହିଛି।...

ସଲମାନ୍‌, ବିବେକ ନୁହନ୍ତି, ଏହି ପ୍ରେମିକଙ୍କ ପାଇଁ ମନୀଷାଙ୍କ ସହ ଝଗଡ଼ା କରିଥିଲେ ଐଶ୍ୱର୍ଯ୍ୟା

ବଲିଉଡ୍‌ର ସବୁଠାରୁ ସୁନ୍ଦରୀ ତଥା ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଐଶ୍ୱର୍ଯ୍ୟା ରାୟ ବଚ୍ଚନ। ଐଶ୍‌ ବଚ୍ଚନ ପରିବାର ବୋହୂ ହୋଇଥିଲେ ମଧ୍ୟ ସେ ସବୁବେଳେ...

ବଲିଉଡର ପ୍ରସିଦ୍ଧ ହେୟାର ଷ୍ଟାଇଲିଷ୍ଟ୍‌ ସୂରଜ ଗୋଦାମ୍ବେ ଗିରଫ

ମୁମ୍ବାଇ,୧୦।୧୨-ଡ୍ରଗ୍ସ କାରବାର ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ବଲିଉଡର ନାମିଦାମୀ ହେୟାର ଷ୍ଟାଇଲିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ସୂରଜ ଗୋଦାମ୍ବେ। ଏଥିସହିତ ଆଉ...

ପିତାଙ୍କ ଶିକ୍ଷାକୁ ମନେ ପକାଇଲେ ଅମିତାଭ: କହିଲେ ମନ ଚାହେଁ ତ ଭଲ, ମନ ଚାହୁଁନି ତ ସବୁଠୁ ଭଲ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ଏବଂ ତାଙ୍କ ପିତାଙ୍କ ସମ୍ପର୍କ କେତେ ଭଲ ତାହା ପ୍ରଶଂସକମାନେ ବେଶ୍‌ ଭଲ ଭାବେ ଜାଣିଛନ୍ତି। ଦୁହେଁ ଦୁହିଁଙ୍କ...

ଅର୍ଜୁନ କପୁରଙ୍କ ସହ ନିର୍ବନ୍ଧ ସରିଲା !

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ମଲାଇକା ଅରୋରା ଚର୍ଚ୍ଚାରେ। କାରଣଟି ହେଲା ତାଙ୍କର କିଛି ଫଟୋ। ସାମାଜିକ ଗଣମାଧ୍ୟମରେ ଯୋଗ କରୁଥିବା ବେଳର ଅନେକଗୁଡ଼ିଏ ଫଟୋ ସେ...

ଆପଣମାନେ ଖୁସି ତ

ରିଲିଜ୍‌ ଅପେକ୍ଷାରେ ଥିବା ଓଡ଼ିଆ ସିନେମା ‘ଫ୍ରମ୍‌ ମି ଟୁ ୟୁ’ ଏବେ ଚର୍ଚ୍ଚାରେ। କାରଣ ଏଥିରେ ଏପରି ଏକ ଗୀତ ସଂଯୋଜିତ ହୋଇଛି, ଯାହା...

ବିଗ୍‌ ବସ୍‌-୧୪ ହେବ ଲକ୍‌ଡାଉନ୍‌ ସ୍ପେଶାଲ: କ’ଣ ରହିଛି ଏଥର ଖାସ୍‌ ଜାଣନ୍ତୁ…

ଛୋଟ ପରଦାର ସବୁଠାରୁ ଚର୍ଚ୍ଚିତ ରିଆଲିଟି ଶୋ’ ବିଗ୍‌ ବସ୍‌।  ବିଗ୍‌ ବସ୍‌ -୧୪କୁ ନେଇ ପ୍ରଶଂସକମାନେ ବେଶ୍‌ ଉତ୍ସାହିତ ଅଛନ୍ତି। କାରଣ ଏଥର ଶୋ’କୁ...

କିମ୍ବଦନ୍ତୀ ସଙ୍ଗୀତକାର ଖାୟମ୍‌ଙ୍କ ପରଲୋକ

ମୁମ୍ବାଇ,୨୦ା୮- ଜାତୀୟ ପୁରସ୍କାରପ୍ରାପ୍ତ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ମହମ୍ମଦ ଜାହିର ହାଶ୍‌ମି ସୋମବାର ଏକ ଘରୋଇ ହସ୍ପିଟାଲ୍‌ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୯୨ବର୍ଷ...

Seven Jackpot
Advertisement


Archives

Model This Week

Why Dharitri