ସେନ୍ସର ବୋର୍ଡକୁ ପସନ୍ଦ ଆସିଲା ଅନନ୍ୟା-ବିଜୟଙ୍କ ପ୍ରେମ କାହାଣୀ

ମୁମ୍ବାଇ: ବିଜୟ ଦେବରକୋଣ୍ଡା ଓ ଅନନ୍ୟା ପାଣ୍ଡେଙ୍କ ଅଭିନୀତ ଫିଲ୍ମ ‘ଲାଇଗର’କୁ ଦର୍ଶକେ ବେଶ କିଛି ସମୟ ହେବ ଅପେକ୍ଷା କରି ରହିଛନ୍ତି । କରଣ ଜୋହରଙ୍କ ପ୍ରଡକ୍ସନରେ ନିର୍ମାଣ କରାଯାଇଥିବା ପ୍ରଥମ ପ୍ୟାନ ଇଣ୍ଡିଆ ମୁଭି ଦେଖିବାକୁ ଦର୍ଶକେ ଅପେକ୍ଷା ରଖିଛନ୍ତି । ବିଜୟ ଏହି ମୁଭିରେ ବକ୍ସର ଭୂମିକାରେ ନଜର ଆସୁଥିବା ବେଳେ ଅନନ୍ୟା ତାଙ୍କ ଲଭ ଇଣ୍ଟରେଷ୍ଟ ଭାବେ ଦେଖାଦେବେ । ଏବେ ଫିଲ୍ମର ପ୍ରଥମ ରିଭ୍ୟୁ ଆସିଛି ।
ବଲିଉଡ ଲାଇଫର ଖବର ଅନୁଯାୟୀ, ମୁଭି ‘ଲାଇଗର’ ସେନ୍ସର ବୋର୍ଡର ସମସ୍ତ ଫର୍ମାଲିଟି ପୂରଣ କରି ସାରିଛି । ଏହାକୁ ୟୁଏ ସାର୍ଟିଫିକେଟ ବି ଦିଆଯାଇଛି । ଏହାସହ ‘ଲାଇଗର’ର ପ୍ରଥମ ରିଭ୍ୟୁ ସାମ୍ନାକୁ ଆସିଛି । କୁହାଯାଉଛି କି ସେନ୍ସର ବୋର୍ଡ ମୁଭିକୁ ଖୁବ୍ ପସନ୍ଦ କରିଛନ୍ତି । ସେନ୍ସର ବୋର୍ଡର ସୂଚନା ଅନୁଯାୟୀ, ମୁଭିର ରନ୍ ଟାଇମ୍ ୨ ଘଣ୍ଟା ୨୦ ମିନିଟ ରହିଛି । ଏଥିରେ ଖୁବ୍ ସୁନ୍ଦର ସିନ୍ ସବୁ ରହିଛି । ଏଥିରେ ଆକ୍ସନ ବି ରହିଛି । ଏହା ୨୫ ଅଗଷ୍ଟରେ ରିଲିଜ୍ କରାଯିବ । ଏଥିରେ କେବଳ ବିଜୟ-ଅନନ୍ୟା ନୁହେଁ ଅନ୍ୟ କଳାକାରଙ୍କ ଅଭିନୟ ବି ସେନ୍ସର ବୋର୍ଡ ମନକୁ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri