ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ ଏହି ଜନଗଣନା କାର୍ଯ୍ୟ ଚାଲିଛି କି ନାହିଁ ଶନିବାର ଅତିରିକ୍ତ ଜିଲାପାଳ (ଏଡିଏମ )ସୁନିଲ କୁମାର କେରକେଟl ତଦାରଖ କରିବା ସହ ଜନଗଣନାକାରୀଙ୍କ ସହ ମିଶି ଘର ଘର ବୁଲି ସମୀକ୍ଷା କରିଥିଲେ। ଜିଲା ଜନଗଣନା ଅଧିକାରୀ ସନ୍ତୋଷ କୁମାର ଆଚାର୍ଯ୍ୟ, ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆ, ଟେକ୍ନିକାଲ ଆସିସଟେନ୍ଟ ଗୌରବ କୁମାର ନାୟକ, ଜନଗଣନାକାରୀ ଶିକ୍ଷକ ସୁଶାନ୍ତ କୁମାର ରଥ, ସୁପର ଭାଇଜର ରବୀନ୍ଦ୍ର ନାଥ ନେପାକ, ମନୋସୱିନୀ ସାହୁ, ରାଜେଶ ଦୀକ୍ଷିତ, ଗୁରୁବିଲ ନାରାୟଣ ରେଡି, ଏନଏସି ଟେକ୍ସକଲେକ୍ଟର ଲକ୍ଷ୍ମୀ ଚରଣ ପାଢ଼ୀ, ଶ୍ରୀମନ୍ତ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଅତିରିକ୍ତ ଜିଲାପାଳ କେରେକେଟା ୱାର୍ଡ ନଂ ୫  ବଜାର ହରିଜନ ସାହି ଜନଗଣନା କାର୍ଯ୍ୟର ଅଗ୍ରଗତି ନିରୀକ୍ଷଣ କରିଥିଲେ। ଜନଗଣନାର ସଠିକ ତଥ୍ୟ ଓ ନିୟମାନୁସାରେ କାର୍ଯ୍ୟ ସମ୍ପାଦନ କରିବାକୁ ନିୟୋଜିତ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ପୂର୍ବରୁ ଦିଆଯାଇଥିବା ପ୍ରଶିକ୍ଷଣ ତଥା ତାଲିମ ଅନୁଯାଇ ତଥ୍ୟ ସଂଗ୍ରହ ପ୍ରଣାଳୀ, ଫର୍ମ ପୂରଣ ଏବଂ ଡିଜିଟାଲ ଉପକରଣ ବ୍ୟବହାର ଉପରେ ଜନଗଣନା କାରୀଙ୍କୁ ଏଡିଏମ ବୁଝାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri