ଆର୍‌ଏସ୍‌ଏସ୍‌ର ଶତାବ୍ଦୀ ବର୍ଷ ପାଳିତ

ଦାରିଙ୍ଗବାଡ଼ି,୨୫ା୯ (ଅରୁଣ ସାହୁ): ଦାରିଙ୍ଗବାଡ଼ିର ରାଶିପଦା ପଡିଆଠାରେ ଆର୍‌ଏସ୍‌ଏସ୍‌ର ଶହେ ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଛି। ଏହି ଅବସରରେ ପଥ ସଞ୍ଚଳନ କାର୍ଯ୍ୟକ୍ରମ ପେଟ୍ରୋଲ ଟାଙ୍କି ଛକ ନିକଟରୁ ବାହାରି ବଜାର ଦେଇ ଘୋଷ ବାଦ୍ୟ ତାଳେତାଳେ ରାଶିପଦା ପଡ଼ିଆରେ ପହଞ୍ଚିଥିଲେ। ସେଠାରେ ଜୟନ୍ତୀ ଉତ୍ସବକୁ ପାଳନ କରାଯାଇଥିଲା। ବିଜୟ ଦଶମୀରେ ଆର୍‌ଏସ୍‌ଏସ୍‌ର ଶହେବର୍ଷ ପୂର୍ତ୍ତି ହେଉଥିବା ବେଳେ ସମସ୍ତ ଗାଁ, ପଞ୍ଚାୟତ, ବ୍ଲକ୍‌ ହେଡ଼ କ୍ୱାଟରରେ ଏହି ଜୟନ୍ତୀକୁ ଆର୍‌ଏସ୍‌ଏସ୍‌ର କାର୍ଯ୍ୟକର୍ତ୍ତା, ସଦସ୍ୟମାନେ ପାଳନ କରୁଥିବା କହିଛନ୍ତି।

କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଓଡ଼ିଶା ପ୍ରଦେଶର ପୂର୍ବ ପ୍ରାନ୍ତ ସେବା ପ୍ରମୁଖ ଶାନ୍ତନୁ କୁମାର ମାଝୀ ଯୋଗଦେଇ ଏହାର ଉଦ୍ଦେଶ୍ୟ ଓ ଆର୍‌ଏସ୍‌ଏସ୍‌ର ଆଭିମୁଖ୍ୟ ସମ୍ପର୍କରେ ଉପସ୍ଥିତ କର୍ମକର୍ତ୍ତା ଓ ସଦସ୍ୟଙ୍କୁ କହିଥିଲେ। କାର୍ଯ୍ୟକ୍ରମରେ ଦାରିଙ୍ଗବାଡି ଖଣ୍ଡର ବ୍ୟବସ୍ଥା ପ୍ରମୁଖ ଗୌରୀ ଶଙ୍କର ସାହୁ ଏବଂ ମହାବୀର ପ୍ରଭାତ ଶାଖା ମୁଖ୍ୟ ପ୍ରଶିକ୍ଷକ ଭଗବାନ ସାହୁ ଏବଂ ଅନ୍ୟ କର୍ମକର୍ତ୍ତା ମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri