Posted inଜାତୀୟ

କଶ୍ମୀରରେ ନିର୍ବାଚନ କରାଇବାକୁ ଡରୁଛି କେନ୍ଦ୍ର: ଓମାର

ଶ୍ରୀନଗର,୨୦।୯: ନ୍ୟାଶନାଲ କନଫରେନ୍ସ ଉପାଧ୍ୟକ୍ଷ ତଥା ଜମ୍ମୁ- କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ପୁଣି କେନ୍ଦ୍ରର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଜମ୍ମୁ- କଶ୍ମୀରରେ ନିର୍ବାଚନ କରାଇବାକୁ ସରକାର ଭୟ କରୁଛନ୍ତି।
ବଡ଼ଗାମଠାରେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ ଓମାର କହିଛନ୍ତି, ଆମ ଦଳ କେବେବି ମହିଳାଙ୍କ ସଂରକ୍ଷଣ ବିରୋଧୀ ନୁହଁ। ଆଉ ଆମେ ଏଠାରେ ବିଭିନ୍ନ ପଞ୍ଚାୟତରେ ଏହି ସଂରକ୍ଷଣ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିଛୁ। ଆମ ଜନସଂଖ୍ୟାର ୫୦ ପ୍ରତିଶତ ଆମର ଭଉଣୀ ଏବଂ ମା’। ସେମାନେ ଜନ ପ୍ରତିନିଧି ହେବାର ସୁଯୋଗ ପାଇବା ଜରୁରୀ। ଏଥିରେ ଆମର କୌଣସି ଆପତ୍ତି ଆସିବ କାହିଁକି ବୋଲି କହିଛନ୍ତି। ତେବେ ଜମ୍ମୁ-କଶ୍ମୀରରେ ଦଳ ଉପରେ ଏହାର ପ୍ରଭାବ ପଡ଼ିବ କି ବୋଲି ପ୍ରଶ୍ନର ଉତ୍ତରରେ ଓମାର କହିଛନ୍ତି, ନ୍ୟାଶନାଲ କନଫରେନ୍ସରେ ମହିଳା ପ୍ରାର୍ଥୀଙ୍କ ଅଭାବ ନାହିଁ। ଆମର ଏକ ମହିଳା ୟୁନିଟ୍‌ ଅଛି ଏବଂ ସେମାନେ ବେଶ୍‌ ସକ୍ରିୟ ଅଛନ୍ତି। କେନ୍ଦ୍ର ଆଣିଥିବା ଉପରାଜ୍ୟପାଳ ପ୍ରଶାସନର ଏକ ସ୍ପଷ୍ଟ ସନ୍ଦର୍ଭ ସମ୍ପର୍କରେ ଓମାର କହିଛନ୍ତି କୌଣସି ବିଲ ଆମକୁ ପ୍ରଭାବିତ କରିବ ନାହିଁ। ଆମେ କେବଳ ଯନ୍ତ୍ରଣା ଭୋଗୁଛୁ କାରଣ ରାଜ୍ୟରେ ନିର୍ବାଚନକୁ ସରକାର ଭୟ କରୁଛନ୍ତି। ଶାସକ ଏକଛତ୍ରବାଦୀ ହୋଇଛନ୍ତି। ସେମାନେ ନିର୍ବାଚନ କରିବାକୁ ଚାହୁଁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri