୨୭ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ ନା ବିଦେଶ ଫେରନ୍ତା, ନା କାହା ସଂସ୍ପର୍ଶରେ ଆସିଛନ୍ତି

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ରୂପ ନେଉଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ତେବେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭ ପ୍ରତିଶତ ନା ବିଦେଶରୁ ଫେରିଛନ୍ତି ନା ବିଦେଶ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି । ହେଲେ ଏମାନେ ଓମିକ୍ରନ୍ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି । ଏଥିମଧ୍ୟରୁ ୩ ଜଣ ଦିଲ୍ଲୀର ବୋଲି ଜଣାପଡିଛି । ଯେଉଁମାନେ ଏକ ପଞ୍ଚତାରକା ହୋଟେଲରେ ବିବାହ ଉତ୍ସବରେ ଯୋଗଦେବା ପରେ ଓମିକ୍ରନ୍ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଏହାକୁ ଦେଖି କେନ୍ଦ୍ର ସରକାର ୭ ରାଜ୍ୟର ମହାଗନରକୁ ଆଲର୍ଟ ରହିବାକୁ କହିଛନ୍ତି । ଏପର୍ଯ୍ୟନ୍ତ ଓମିକ୍ରନ୍ ଗୋଷ୍ଠୀ ସଂକ୍ରମଣ ହୋଇଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଏହା ଗୋଷ୍ଠୀ ସଂକ୍ରମଣ ହୋଇଥିବା ଅନୁମାନ କରାଯାଉଛି । ସେଥିପାଇଁ ଦିଲ୍ଲୀ, ମହାରାଷ୍ଟ୍ର, ତାମିଲନାଡୁ, କର୍ନାଟକ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଓ ଓଡ଼ିଶାର ମହାଗନରର ପ୍ରତ୍ୟେକ କରୋନା ସଂକ୍ରମିତ ରୋଗୀଙ୍କ ଜିନୋମ ସିକ୍ୟୁଏନସିଂ ପାଇଁ ଲିଖିତ ନିର୍ଦ୍ଦେଶ ଦିଆଯାଇଛି । ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୬୦ ଜଣଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଚ୍‌ଆଇଭି ପଜିଟିଭ ସତ୍ତ୍ୱେ ବିବାହ କଲେ ଯୁବକ: ସ୍ତ୍ରୀ ଆକ୍ରାନ୍ତ ହେବାରୁ ନେଲେ ଏଭଳି ପଦକ୍ଷେପ

ଚଣ୍ଡିଗଡ଼, ୧।୯: ହରିୟାଣାର ଜିନ୍ଦର ଜଣେ ଯୁବକ ଏଚ୍‌ଆଇଭି ସଂକ୍ରମିତ ହୋଇଥିଲେ। ଏହାକୁ ଲୁଚାଇ ସେ ବିବାହ କଲେ। ପରେ ତାଙ୍କ ସ୍ତ୍ରୀ ମଧ୍ୟ ଏଥିରେ...

କମଲନାଥ ସରକାରଙ୍କ ଫ୍ଲୋର ଟେଷ୍ଟକୁ ନେଇ ଲାଗି ରହିଛି ଅନିଶ୍ଚିତତା

ଭୋପାଳ,୧୬।୩: ମଧ୍ୟପ୍ରଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଉପରେ ସମସ୍ତଙ୍କ ନଜର। କଂଗ୍ରେସ ଶାସିତ ମଧ୍ୟପ୍ରଦେଶର କମଲନାଥ ସରକାର ସୋମବାର ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ଲାଲାଜି...

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ...

ରାଣା ଦମ୍ପତିଙ୍କ ଜାମିନ ଆବେଦନ ଶୁଣାଣି ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଘୁଞ୍ଚିଲା

ମୁମ୍ବାଇ,୨୯।୪:ଶିବସେନା ମୁଖ୍ୟ ତଥା ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବ୍ୟକ୍ତିଗତ ବାସଭବନ ‘ମାତୋଶ୍ରୀ’ ବାହାରେ ହନୁମାନ ଚାଳିଶା ପାଠ ଅଭିଯୋଗରେ ଗିରଫ ହୋଇଥିବା ଅମରାବତୀ ଏମ୍‌ପି...

ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ୧୫ ବର୍ଷୀୟା ଝିଅକୁ ବଳାତ୍କାର

ନୂଆଦିଲ୍ଲୀ,୨୫।୧: ଅତ୍ୟଧିକ ଫୋନ ବ୍ୟବହାର କରିବାରୁ ଜଣେ ୧୫ ବର୍ଷୀୟା ନାବାଳିକା ଝିଅଙ୍କୁ ବଳାତ୍କାର କରିଛନ୍ତି ୪୨ ବର୍ଷୀୟ ବାପା। ଏଭଳି ଚକିତ କଲା ଭଳି...

ନଭେମ୍ବର ୨୫ରେ ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ ଲାଗି ନଭେମ୍ବର ୨୫ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶୁକ୍ରବାର...

ପେନସନ୍‌ ପାଇଁ ଯାଇଥିବା ବରିଷ୍ଠ ନାଗରିକଙ୍କୁ ମିଳିଲା ଡେଥ୍‌ ସାର୍ଟିଫିକେଟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବଦାୟୁ ଜିଲା ଗ୍ରାମପଞ୍ଚାୟତ ସଚିବ ୭ ଜଣ ପେନସନଧାରୀଙ୍କୁ ମୃତ ଘୋଷିତ କରିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭେରିଫିକେଶନ ସମୟରେ ଏଭଳି...

ଓଆର୍‌ଏଫ୍‌କୁ ଚାନ୍ଦା ଦେଇଛି ଚାଇନା କନ୍‌ସୁଲେଟ

ନୂଆଦିଲ୍ଲୀ,୩୦ା୬: ଗଲଓ୍ବାନ ବିଫଳତାରୁ ଦୃଷ୍ଟି ହଟାଇବା ପାଇଁ ରାଜୀବ ଗାନ୍ଧୀ ଫାଉଣ୍ଡେଶନ ଭାରତରେ ଥିବା ଚାଇନା ଦୂତାବାସରୁ ଚାନ୍ଦା ସଂଗ୍ରହ କରିଥିବା ଭାଜପା ଅଭିଯୋଗ ଆଣିଥିଲା।...

Advertisement
Archives

Model This Week