ଓମିକ୍ରନ୍ ଯୋଗୁ ସ୍ଥିତି ହୋଇପାରେ ଅସମ୍ଭାଳ, କଡା ନିୟମ ପାଳନ କରିବାକୁ ରାଜ୍ୟକୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮ ।୧୨: କରୋନାର ନୂଆ ଭାରିଏଣ୍ଟ ଏବେ ସାରା ବିଶ୍ୱକୁ ବ୍ୟାପି ଚାଲିଛି । ଦେଶର ୧୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହା ପହଞ୍ଚି ସାରିଥିବା ବେଳେ ଏବେ ଓମିକ୍ରନରେ ୬୦୦ରୁ ଅଧିକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରାଜ୍ୟରେ ସ୍ୱାସ୍ଥ୍ୟ ବ୍ୟବସ୍ଥାକୁ ମଜଭୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ୨୧ରେ ଜାରି କରାଯାଇଥିବା ଆଡଭାଇଜରୀକୁ କଡାକଡି ଭାବେ ପାଳନ କରିବାକୁ କୁହାଯାଇଛି । କେନ୍ଦୀୟ ଗୃହ ସଚିବ ଅଜୟ ଭଲ୍ଲା ରାଜ୍ୟକୁ ଲେଖିଥିବା ଚିଠିରେ ଏହା ଉଲ୍ଲେଖ କରିଛନ୍ତି । ଏପଟେ ଓମିକ୍ରନ୍ ସଂକ୍ରମିତଙ୍କ ଆଇସୋଲେଶନ ଅବଧି ୧୦ ଦିନରୁ କମାଇ ୫ ଦିନ କରାଯିବାକୁ ବିଚାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ନାସାର ବଡ଼ ଘୋଷଣା: ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩ା୭:ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି। ଯଦି…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri