ଟିକାକରଣ ନେଇ ମହାରାଷ୍ଟ୍ର ସରକାରଙ୍କୁ କେନ୍ଦ୍ରର ଟାର୍ଗେଟ

ନୂଆଦିଲ୍ଲୀ,୧୭।୩: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ଏହି ମର୍ମରେ କେନ୍ଦ୍ର ପ୍ରକାଶ ଜାଭେଡ୍‌କର କହିଛନ୍ତି ଯେ, ମହାରାଷ୍ଟ୍ର ସରକାରଙ୍କୁ ୫୪ ଲକ୍ଷ କରୋନା ଡୋଜ୍‌ ଯୋଗାଇ ଦିଆଯାଇଥିଲା। ତେବେ ରାଜ୍ୟ ସରକାର କେବଳ ୨୩ ଲକ୍ଷ ଡୋଜ୍‌ ବ୍ୟବହାର କରିଛନ୍ତି। ଏହାର କାରଣ କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହା ରାଜ୍ୟ ସରକାରଙ୍କ ଅପାରଗତାକୁ ସୂଚିତ କରୁଛି ବୋଲି ସେ କହିଛନ୍ତି। ରାଜ୍ୟରେ ୪୨ ପ୍ରତିଶତରୁ ଅଧିକ ଡୋଜ୍‌ ବ୍ୟବହୃତ ହୋଇଥିବାବେଳେ ମାର୍ଚ୍ଚ ୧୨ ସୁଦ୍ଧା ୫୬ ପ୍ରତିଶତ ଟିକା ସେଭଳି ପଡ଼ି ରହିଥିବା ପ୍ରକାଶ ଜାଭେଡ୍‌କର ବୁଧବାର ଟୁଇଟ୍‌ କରି ଅଭିଯୋଗ କରିଛନ୍ତି। ପୂର୍ବରୁ ରାଜ୍ୟ ସରକାର ମହାମାରୀ ପରିଚାଳନାରେ ବିଫଳ ହୋଇଥିବାବେଳେ ଏବେ ଟିକାକରଣରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?