Posted inଜାତୀୟ

ଟ୍ରାନ୍ସଫର-ପୋଷ୍ଟିଂ ମାମଲା, କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ଆବେଦନ ଉପରେ ସୋମବାର ହେବ ଶୁଣାଣି

ନୂଆଦିଲ୍ଲୀ,୬।୭: ଦିଲ୍ଲୀର ଅଧିକାରୀଙ୍କ ଟ୍ରାନ୍ସଫର-ପୋଷ୍ଟିଂ ଉପରେ କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ସୋମବାର ହେବ। କେନ୍ଦ୍ର ସରକାରଙ୍କ ଅଧ୍ୟାଦେଶକୁ ଚ୍ୟାଲେଞ୍ଜ କରି ଦିଲ୍ଲୀ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗୁରୁବାର ମୁଖ୍ୟ ବିଚାରପତିଙ୍କ ସମ୍ମୁଖରେ ଶୀଘ୍ର ଶୁଣାଣି ହୋଇଥିବା ନେଇ ସୋମବାର ଶୁଣାଣି ସମ୍ପର୍କରେ ସେ କହିଛନ୍ତି।
ଗତ ମାସରେ ଦିଲ୍ଲୀ ସରକାରଙ୍କ କ୍ଷମତା ଉପରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ସୁପ୍ରିମକୋର୍ଟର ଏକ ପାଞ୍ଚ ଜଣିଆ ଖଣ୍ଡପୀଠ ଏକ ବଡ ରାୟ ଦେଇଛନ୍ତି। ଟ୍ରାନ୍ସଫର ପୋଷ୍ଟିଂ ସମେତ ଦିଲ୍ଲୀ ସରକାରଙ୍କ ସମସ୍ତ ଅଧିକାରୀଙ୍କ ଉପରେ ସୁପ୍ରିମକୋର୍ଟ ମୋହର ଲଗାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ କେନ୍ଦ୍ର ସରକାର ଏକ ନିୟମ ସହିତ ଆସିଥିଲେ, ଯେଉଁଥିରେ ପୁଣି ଥରେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ବା ଉପରାଜ୍ୟପାଳଙ୍କୁ ଦିଲ୍ଲୀ ସରକାରଙ୍କ ଉପରେ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri