୧୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚୋରା କେନ୍ଦୁପତ୍ର ଜବତ

ମାଧପୁର,୧୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ବନାଞ୍ଚଳ ଟୁସର ପଞ୍ଚାୟତର ଉରଡ଼ା ଗ୍ରାମ ନିକଟରୁ ବୁଧବାର ରାତିରେ ମାଧପୁର ବନବିଭାଗ ଏବଂ ବାମୁର ବନବିଭାଗର ମିଳିତ ଚଢ଼ାଉରେ ଏକ ଚୋରା କେନ୍ଦୁପତ୍ର ଟ୍ରକ୍‌କୁ ଜବତ କରାଯାଇଥିବା ବେଳେ ଘଟଣାସ୍ଥଳରୁ ଡ୍ରାଇଭର ହେଲପର ଫେରାର ହୋଇଯାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ବୁଧବାର ରାତିରେ ଆଠମଲ୍ଲିକ ଡିଏଫ୍‌ଓ ଏସ୍‌.ଆନନ୍ଦଙ୍କ ନିର୍ଦ୍ଦେଶ କ୍ରମେ ମାଧପୁର ରେଞ୍ଜର ସଂନ୍ତୋଷ କୁମାର ଭୋଇ ଏବଂ ବାମୁର ରେଞ୍ଜର ସରୋଜ କୁମାର ମିଶ୍ର ନିଜ ନିଜ ଟିମ୍‌ ଧରି ସଦଳବଳ ଏହି ଚଢ଼ାଉ କରିଥିଲେ। ଚୋରା କେନ୍ଦୁପତ୍ର ସହିତ ଟ୍ରକ୍‌କୁ ଆଠମଲ୍ଲିକ ବନଖଣ୍ଡ କାର୍ଯ୍ୟାଳୟକୁ ପଠାଯାଇଥିବା ବେଳେ ଚୋରା କେନ୍ଦୁପତ୍ରର ପରିମାଣ ୭୦ କୁଇଣ୍ଟାଲରୁ ଊଦ୍ଧର୍‌ବ ଏବଂ ଅନୁମାନିକ ମୂଲ୍ୟ ୧୫ ଲକ୍ଷରୁ ଊଦ୍ଧର୍‌ବ ହେବ ବୋଲି ମାଧପୁର ରେଞ୍ଜର ସନ୍ତୋଷ କୁମାର ଭୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ମାଷ୍ଟର ଷ୍ଟ୍ରୋକ୍‌ ଅପେକ୍ଷାରେ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟ ସଭା ଆସନ ଲାଗି ଆସନ୍ତା ଜୁନ୍‌ ୧୦ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ଆସନ୍ତା ୨୪ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବାକୁ...

ସୁରଟରୁ ୩ ବସ ଆସିକାରେ ପହଁଚିଲା: କ୍ୱାରାଣ୍ଟାଇନରେ ୧୧୪

ଆସିକା,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ସ୍ଥିତିରେ ସୁରଟରେ ଫସି ରହିଥିବା ପ୍ରବାସୀ ଓଡିଆଙ୍କ ଘର ବାହୁଡାର ଦ୍ୱିତୀୟ ପର୍ଯ୍ୟାୟରେ ଗୁରୁବାର ବିଳମ୍ବିତ ରାତିରେ ୩ ବସ୍‌ରେ ପ୍ରବାସୀ ଓଡିଆ...

ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରାରେ ପଶୁବଳି ବନ୍ଦ ପାଇଁ ପଦକ୍ଷେପ:ଲୋକଙ୍କୁ ସଚେତନ କରିବ ପୋଲିସ ପ୍ରଶାସନ

ଭବାନୀପାଟଣା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଅକ୍ଟୋବର ୬ ତାରିଖ (ରବିବାର) ମହାସମାରୋହରେ ଅନୁଷ୍ଠିତ ହେବ । ପୋଲିସ ପ୍ରଶାସନ ତରଫରୁ...

ପ୍ରକଳ୍ପ ଅଛି, କାର୍ଯ୍ୟରେ ଲାଗୁନି

ନବରଙ୍ଗପୁର,୨୯।୫(ବି.ପ୍ର.): ସରକାରଙ୍କ ମୁଖ୍ୟ ମୌଳିକ ସୁବିଧା ସୁଯୋଗ ବ୍ୟବସ୍ଥା ଭିତରେ ପାନୀୟ ଜଳ ଯୋଗାଣ ରହିଛି। ତେବେ ନବରଙ୍ଗପୁର ଜିଲା ସଦର ମହକୁମ୍ମାରୁ ମାତ୍ର ୮...

ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ରାଜ୍ୟର ୩୦ ଜିଲାର ୭୧ ବ୍ଲକରେ ମତଦାନ ଶେଷ ହୋଇଛିା ପ୍ରତି...

ସରୁନି ଗ୍ରାମ୍ୟ ସଂଯୋଗୀକରଣ ରାସ୍ତା କାର୍ଯ୍ୟ

କେନ୍ଦ୍ରାପଡ଼ା ଅଫିସ,୧୪ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ନନ୍ଦଲାଲପାଟଣା ତାରିଣୀ ଛକ ପର୍ଯ୍ୟନ୍ତ ମାଟି ମୋରମ ରାସ୍ତା ଆବଶ୍ୟକ। ଏହି ରାସ୍ତା ପାଇଁ...

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.):  ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଧୀନ ବଡ଼ଖିରୀ ଗ୍ରାମରେ ମଙ୍ଗଳବାର ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉଡାନ ବାସ୍କେଙ୍କ ସ୍ତ୍ରୀ...

ପୁଣି ଆନ୍ଦୋଳନକୁ ଓହ୍ଲାଇବେ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକ

ଭୁବନେଶ୍ୱର, ୭।୨(ବ୍ୟୁରୋ):ଦାବି ପୂରଣ ନ ହେବାରୁ ନୂତନ ପେନସନ ଯୋଜନାଭୁକ୍ତ ମାଧ୍ୟମିକ ଶିକ୍ଷକମାନେ ପୁଣି ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ନୂତନ ପେନସନ ଯୋଜନାଭୁକ୍ତ...

Advertisement
Archives

Model This Week