କେନ୍ଦ୍ର ବଜେଟ: ଓଡ଼ିଶା ପାଇବ ୪୬,୨୫୧ କୋଟି

ନୂଆଦିଲ୍ଲୀ, ୩ା୨:୨୦୨୩-୨୪ ଆର୍ଥିକବର୍ଷରେ କେନ୍ଦ୍ରୀୟ ଟିକସ ଓ ଶୁଳ୍କ ବାବଦ ଅଂଶଧନ ଆକାରରେ ଓଡ଼ିଶା ୪୬,୨୫୧ କୋଟି ଟଙ୍କା ପାଇବ। ୨୦୨୨-୨୩ ତୁଳନାରେ ଏହା ହେଉଛି ୩,୨୬୧ କୋଟି ଟଙ୍କା ଅଧିକ। କେନ୍ଦ୍ର ସରକାର ମୋଟ ୧୦.୨୧ ଲକ୍ଷ କୋଟି ଟଙ୍କା ରାଜ୍ୟଗୁଡ଼ିକ ପାଇଁ ବଜେଟରେ ଆବଣ୍ଟନ କରିଛନ୍ତି। କେନ୍ଦ୍ରୀୟ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଅଧୀନରେ ଓଡ଼ିଶାକୁ ୧୪,୯୫୫ କୋଟି ଟଙ୍କା ମିଳିବାକୁ ଥିବାବେଳେ କର୍ପୋରେଶନ୍‌ ଟ୍ୟାକ୍ସ ଆକାରରେ ୧୪,୮୦୩ କୋଟି ଟଙ୍କା ଦିଆଯିବ। ସେହିପରି ୧୪,୪୧୦ କୋଟିର ଆୟକର, ୧,୪୬୭ କୋଟିର ସୀମାଶୁଳ୍କ, ୬୨୪ କୋଟିର ଅବକାରୀ ଟିକସ ଏବଂ ସର୍ଭିସ୍‌ ଟ୍ୟାକ୍ସ ବାବଦରେ ୯.୨୮ କୋଟି ଟଙ୍କା ଓଡ଼ିଶାକୁ ପ୍ରଦାନ କରାଯିବ। ୨୦୨୨-୨୩ ଆର୍ଥିକବର୍ଷରେ ରାଜ୍ୟକୁ ୪୨,୯୮୯.୩୩ କୋଟି ଟଙ୍କା କେନ୍ଦ୍ର ସରକାର ଦେଇଥିବା ଆକଳନ ସମୀକ୍ଷା ପରେ ଜଣାପଡ଼ିଛି।
ପଞ୍ଚଦଶ ଅର୍ଥ କମିଶନ୍‌ କେନ୍ଦ୍ରୀୟ ଟିକସର ୪୧% ରାଜ୍ୟଗୁଡ଼ିକୁ ଅଂଶ ବାବଦରେ ପ୍ରଦାନ ପାଇଁ ସ୍ଥିର କରିଥିଲେ। କମିଶନ୍‌ଙ୍କ ସୁପାରିସ ଅନୁଯାୟୀ ସରକାର ଏହି ଅର୍ଥ ଆବଣ୍ଟନ କରିଛନ୍ତି। ତଦନୁସାରେ କେନ୍ଦ୍ରୀୟ ଟିକସ ଅଂଶ ବାବଦରେ ଓଡ଼ିଶା ୪.୫୨୮% ପାଇବାକୁ ଯୋଗ୍ୟ। ଅନ୍ୟପକ୍ଷେ ଉତ୍ତର ପ୍ରଦେଶ ସର୍ବାଧିକ ପ୍ରାୟ ୧୮% ଆକାରରେ ୧, ୮୩,୨୩୭.୫୯ କୋଟି ଟଙ୍କା ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri