Posted inଜାତୀୟ

୧ କୋଟି ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡିଲେ ରେଳ ଅଧିକାରୀ

ନୂଆଦିଲ୍ଲୀ,୧୭।୧:ସିବିଆଇ ଜାଲରେ ରେଳ ଅଧିକାରୀ। ୧ କୋଟି ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି ବରିଷ୍ଠ ରେଳ ଅଧିକାରୀ ମହେନ୍ଦ୍ର ସିଂ ଚୌହାନ। ତାଙ୍କ ସହ ଅନ୍ୟ ୨ଜଣଙ୍କୁ ମଧ୍ୟ ଏହିୀ ମାମଲାରେ ଧରାପଡିଛନ୍ତି। ସେମାନଙ୍କଠାରୁ ୧ କୋଟି ଟଙ୍କା ଜବତ କରାଯାଇଛି। ୧୯୮୫ ବ୍ୟାଚ୍‌ର ଅଧିକାରୀ ମହେନ୍ଦ୍ରଙ୍କ ପୋଲିସ ଗିରଫ କରି ନ୍ୟାୟିକ ହେବପାଜତକୁ ପଠାଇଛି। ଏତେ ବଡ ପରିମାଣର ଟଙ୍କା ଲାଞ୍ଚ ନେବା ରେଲଓ୍ବେ ଇତିହାସରେ କମ୍‌ ଘଟିଛି ବୋଲି ସିବିଆଇ କହିଛି। ମହେନ୍ଦ୍ର ଉତ୍ତର ପୂର୍ବାଞ୍ଚଳ ସୀମାନ୍ତ ରେଳପଥରେ ଚାକିରି ଯୋଗାଇଦେବା ନାଁରେ ଲାଞ୍ଚ ମାଗୁଥିଲେ। ସିବିଆଇ ଏହି ମାମଳାରେ ୫ ରାଜ୍ୟରେ ୨୦ରୁ ଅଧିକ ଯାଗାରେ ଚଢାଉ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri