Posted inଜାତୀୟ

ଜମି ବଦଳରେ ଚାକିରି ମାମଲା: ଲାଲୁ, ତେଜସ୍ବୀ, ରାବ୍ରି ଦେବୀଙ୍କ ବିରୋଧରେ ଚାର୍ଜଶିଟ ଦାଖଲ

ପାଟନା,୩।୭: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଜମି ବଦଳରେ ଚାକିରି ଦେବା ମାମଲାରେ ଦିଲ୍ଲୀର ରୌଜ ଏଭେନ୍ୟୁ କୋର୍ଟରେ ଚାର୍ଜଶିଟ ଦାଖଲ କରିଛି। ଏହି ଚାର୍ଜଶିଟରେ ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ପୂର୍ବତନ କେନ୍ଦ୍ର ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କ ସମେତ ଅନେକ ସଂସ୍ଥା ଏବଂ ଅନ୍ୟମାନଙ୍କ ନାମ ସାମିଲ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri