Posted inଜାତୀୟ

କେନ୍ଦ୍ର କ୍ୟାବିନେଟ୍‌ରେ ବିଦ୍ୟାଲକ୍ଷ୍ମୀ ଯୋଜନା ମଞ୍ଜୁରୀ, ଛାତ୍ରୀଛାତ୍ରଙ୍କୁ ମିଳିବ ପଢ଼ିବା ପାଇଁ ଋଣ

ନୂଆଦିଲ୍ଲୀ,୬ା୧୧: ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟ୍‌ରେ ବୁଧବାର ମଞ୍ଜୁରୀ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ସହଜ ସରଳ ଉପାୟରେ ବିଦ୍ୟାର୍ଥୀଙ୍କୁ ଶିକ୍ଷା ଋଣ
ମିଳିବ। ଏହି ଯୋଜନା ପାଇଁ ୬୩,୬୦୦ କୋଟିର ଏକ ମଞ୍ଜୁରୀ ଅନୁମୋଦନ କରାଯାଇଛି। ଯେଉଁଥିରେ ନ୍ୟାଶନାଲ ଇନଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ ଫ୍ରେମ୍‌ଓ୍ବାର୍କ (ଏନ୍‌ଆଇଆର୍‌ଏଫ୍‌) ଉପରେ ଆଧାର କରି ଦେଶର ଶ୍ରେଷ୍ଠ ୮୬୦ ଶିକ୍ଷାନୁଷ୍ଠାନରେ ଆଡ୍‌ମିଶନ ପାଇଥିବା ଛାତ୍ରୀଛାତ୍ରଙ୍କୁ ଶିକ୍ଷା ଋଣ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ପ୍ରତି ବର୍ଷ ପ୍ରାୟ ୨୨ ଲକ୍ଷ ମେଧାବୀ ଛାତ୍ରୀଛାତ୍ର ଉପକୃତ ହେବେ।

ଏହି ଯୋଜନା ଅନୁଯାୟୀ, ଯେକେହି ଗୁଣାତ୍ମକ ଉଚ୍ଚଶିକ୍ଷା ପ୍ରତିଷ୍ଠାନ (କ୍ୟୁଏଚ୍‌ଇ)ରେ ଆଡ୍‌ମିଶନ ପାଆନ୍ତି, ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକରୁ ବନ୍ଧକମୁକ୍ତ, ଗ୍ୟାରେଣ୍ଟିମୁକ୍ତ ଋଣ ପାଇବାକୁ ଯୋଗ୍ୟ ହେବେ ଏବଂ ପାଠ୍ୟକ୍ରମ ସହିତ ଜଡ଼ିତ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ, ଜିଲାପାଳ…

ପୁରୁଷୋତ୍ତମ ପୁର,୧୦।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି ‌। ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି…

ଯୁଦ୍ଧ ମଧ୍ୟରେ ‘ମୋଦିଙ୍କ ଗୋଟିଏ କଲ…’, ବୟାନକୁ ନେଇ ହେଲାଣି ଚର୍ଚ୍ଚା

ତେହରାନ୍‌,୧୦।୩: ଭାରତରେ ଅବସ୍ଥାପିତ UAEର ପ୍ରଥମ ରାଷ୍ଟ୍ରଦୂତ ହୁସେନ ହାସନ ମିର୍ଜା କହିଛନ୍ତି ଯେ ତାଙ୍କ ଦେଶ ଇରାନ-ଇସ୍ରାଏଲ ବିବାଦରେ ସାମିଲ ହେବାକୁ ଇଚ୍ଛା କରେ ନାହିଁ,…

ଗର୍ଜିଲେ ଚାଷୀ: ଅଧେ ଚାଷୀଙ୍କୁ ଉଠାଇନେଲା ପୋଲିସ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ବିଭିନ୍ନ ଗ୍ରାମର ଚାଷୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ…

ବି.ଏଡ୍‌ ନାମଲେଖା ପାଇଁ ଆଜି ଏନ୍‌ସିଇଟି ଆବେଦନର ଶେଷ ତାରିଖ

ଭୁବନେଶ୍ୱର,୧୦ା୩ (ସୁଚିସ୍ମିତା ସାହୁ): ୪ ବର୍ଷିଆ ବି.ଏଡ୍‌ରେ ନାମଲେଖା ଲାଗି ପ୍ରବେଶିକା ପରୀକ୍ଷା ନ୍ୟାଶନାଲ କମନ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ସିଇଟି)-୨୦୨୬ର ଆବେଦନ ମଙ୍ଗଳବାର ଶେଷ ହେଉଛି। ରାତି ୧୧ଟା ୫୦…

ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, କହିଲେ ୨୦ ଗୁଣା ଅଧିକ କରିବେ ଆକ୍ରମଣ

ଓ୍ବାଶିଂଟନ,୧୦।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଦ୍ୱାରା ତୈଳ ଯୋଗାଣ ବନ୍ଦ କରିବା ବିରୁଦ୍ଧରେ ଏକ କଠୋର ଚେତାବନୀ ଦେଇଛନ୍ତି।…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ: ପାକିସ୍ତାନରେ ଦୁଇ ସପ୍ତାହ ସ୍କୁଲ ବନ୍ଦ, ୨୫% କଟିବ ଦରମା

ନୂଆଦିଲ୍ଲୀ,୧୦ା୩: ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ଏକ ବିପର୍ଯ୍ୟୟ ପାଲଟିଛି । ପରିସ୍ଥିତି ଏପରି ହୋଇଛି ଯେ ସୋମବାର ପାକିସ୍ତାନର ପ୍ରଧାନମନ୍ତ୍ରୀ…

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୦।୩: ICC ୨୦୨୬ ଟି-୨୦ ବିଶ୍ୱକପ ପାଇଁ ‘ଟିମ ଅଫ ଦି ଟୁର୍ଣ୍ଣାମେଣ୍ଟ’ ଘୋଷଣା କରିଛି। ବିଶ୍ୱ ଚାମ୍ପିଅନ ଭାରତୀୟ ଦଳର ଚାରି ଜଣ ଖେଳାଳିଙ୍କୁ ଏହି…

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ

ନୂଆପଡ଼ା,୧୦ା୩ (ମକାରୁ ବେମାଲ):ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri