ଇସ୍ପାତ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ଭାରତର ଅତ୍ୟାଧୁନିକ ଭିତ୍ତିଭୂମି ନିର୍ମାଣ ପାଇଁ ନରେନ୍ଦ୍ର ମୋଦି ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ଶୁକ୍ରବାର ଇଣ୍ଡିଆନ ଷ୍ଟିଲ ଆସୋସିଏଶନ(ଆଇଏସ୍‌ଏ) ପକ୍ଷରୁ ଆୟୋଜିତ ୱେବିନାରରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ‘ଇସ୍ପାତ ନିର୍ମାଣ ଏବଂ ଭିତ୍ତିଭୂମି ପାଇଁ ନୂଆ ସୁଯୋଗ’ ଶୀର୍ଷକ ଆଲୋଚନାଚକ୍ରରେ ଧର୍ମେନ୍ଦ୍ର ଏହା କହିଛନ୍ତି। ଇସ୍ପାତ୍‌ ଶିଳ୍ପକୁ ରପ୍ତାନି କେନ୍ଦ୍ରିକ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। କୋଭିଡ୍‌-୧୯ ଆମ ପାଇଁ ଚ୍ୟାଲେଞ୍ଜ୍‌ ଆଣିଥିବା ବେଳେ ଭାରତ ଏହାକୁ ସୁଯୋଗରେ ପରିଣତ କରିଛି। ରାସ୍ତା, ରେଳ, ଘର ନିର୍ମାଣ ହେଉ କିମ୍ବା ତୈଳ ଓ ଗ୍ୟାସ ଭିତ୍ତିଭୂମିକୁ ଅଧିକ ମଜଭୁତ୍‌ କରାଯାଇଛି। ଆତ୍ମନିର୍ଭର ଭାରତରେ ୨୦ ଲକ୍ଷ କୋଟିର ପ୍ୟାକେଜ୍‌ ଦେଶର ସାମଗ୍ରିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଇସ୍ପାତ୍‌ କ୍ଷେତ୍ର ପାଇଁ ନୂଆ ସୁଯୋଗ ଆଣିଦେଇଛି। ଦେଶରେ କରୋନା ଟିକା ପ୍ରସ୍ତୁତି ହେବା ଭାରତର ଆଉ ଏକ ପ୍ରତିଭାର ଉଦାହରଣ। ଏହାସହ ଦେଶରେ ଅଧିକ ଇସ୍ପାତର ବ୍ୟବହାର ଦ୍ୱାରା ସମାଜକୁ ବୃହତ୍‌ ଭାବରେ ଶକ୍ତି ପ୍ରଦାନ କରାଯାଇପାରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆଞ୍ଚଳିକତାବାଦ ରାଜନୀତିରେ ବିଶ୍ୱାସ ନାହିଁ’

୨୦୧୯ ସାଧାରଣ ନିର୍ବାଚନ ପରେ ଭାଜପାରେ ଆରମ୍ଭ ହୋଇଥିବା ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ନିକଟରେ ଶେଷ ହୋଇଛି। କେନ୍ଦ୍ରରେ ଜଗତ୍‌ ପ୍ରକାଶ ନଡ୍ଡା ନୂଆ ରାଷ୍ଟ୍ରୀୟ...

୨୯ରେ ଦିଲ୍ଲୀ ଯାଇପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ପର୍ଯ୍ୟନ୍ତ ଚାଲିବ। ତେବେ ଏହା ଭିତରେ ଅର୍ଥାତ୍‌ ଆସନ୍ତା ୨୯...

କ୍ଷେତରେ ଗୋରୁ ଛାଡ଼ିଦେଲେ ଚାଷୀ

ତେଲକୋଇ,୪ା୧୧(ଡି.ଏନ.ଏ): ଧାନ ଥୋଡ଼ ଧରୁଥିବା ବେଳେ ବର୍ଷା ଏକ ପ୍ରକାର ଉଭାନ୍‌ ହୋଇଯାଇଛି। ଫଳରେ ଧାନଗଛ ଶୁଖି ମରିଗଲାଣି। ବର୍ଷକର ପରିଶ୍ରମ ଏବେ ମାଟିରେ ମିଶିବାକୁ...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।...

ମଣ୍ଡିରେ ପଡ଼ି ରହିଛି ଧାନ

ପଦ୍ମପୁର,  ୨୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ସମିତି ଓ ସ୍ବୟଂସହାୟକ ଗୋଷ୍ଠୀଠାରୁ ଧାନ ଉଠାଉ ନାହାନ୍ତି ସହବନ୍ଧିତ ମିଲର। ବ୍ଲକର...

ସମର୍ଥନ ଅଧିକ, ବିରୋଧ କମ୍‌

କାଳିଆପାଣି,୨୩ା୧୨(ଡି.ଏନ.ଏ.): ସୁକିନ୍ଦା ତହସିଲ ଅଧୀନ ଟାଟାଷ୍ଟିଲ ମାଇନିଂ ଲିମିଟେଡ୍‌ର କମର୍ଦା ଓ ସାରୁଆବିଲ ଖଣିର ପରିବେଶ ମଞ୍ଜୁରୀ ପାଇଁ ବୁଧବାର ଏକ ଜନଶୁଣାଣି ଶିବିରି ଅନୁଷ୍ଠିତ...

ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୬ ପୋଲିସ କର୍ମଚାରୀ ନିଲମ୍ବିତ

ସମ୍ବଲପୁର ଅଫିସ,୧୧।୪: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଘଟଣାରେ ତାଙ୍କ ଉପରେ ନଜର ରଖିବା ପାଇଁ ନିୟୋଜିତଥିବା ୬ ପୋଲିସ...

ଆଜି ଗଞ୍ଜାମକୁ ପଛରେ ପକାଇଲା ଖୋର୍ଦ୍ଧା

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ଏହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ୨୯ଟି ଜିଲାରୁ ସର୍ବାଧିକ ୧୮୩୩...

Advertisement
Archives

Model This Week