Posted inଜାତୀୟ

ୟୁକ୍ରେନ୍ ଫେରନ୍ତା ମେଡିକାଲ ଛାତ୍ରଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯ ।୭: ରୁଷିଆ-ୟୁକ୍ରେନ୍ ଯୁଦ୍ଧରୁ ଜୀବନ ବଞ୍ଚାଇ ସ୍ୱଦେଶ ଫେରି ଆସିଥିବା ପ୍ରାୟ ୨୦ ହଜାର ମେଡିକାଲ୍ର ଷ୍ଟୁଡେଣ୍ଟଙ୍କ ଭବିଷ୍ୟତକୁ ନେଇ ସରକାର ବଡ ଘୋଷଣା କରିଛନ୍ତି । ସରକାର ୟୁକ୍ରେନରୁ ଫେରିଥିବା ମେଡିକାଲ ଷ୍ଟୁଡେଣ୍ଟଙ୍କୁ ଶୀଘ୍ର ମେଡିକାଲ ଗ୍ରାଜୁଏଶନ ଏକଜାମରେ ବସିବାକୁ ଅନୁମତି ପ୍ରଦାନ କରିଛନ୍ତି ।
ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରାୟ ୨୦ ହଜାର ମେଡିକାଲ ଷ୍ଟୁଡେଣ୍ଟ ଭାରତ ଫେରି ଆସିଛନ୍ତି । ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ରାଷ୍ଟ୍ରୀୟ ଚିକିତ୍ସା ଆୟୋଗ(ନ୍ୟାଶନାଲ ମେଡିକାଲ କମିଶନ) ନିୟମ ଦର୍ଶାଇ ଜୀବନ ବଞ୍ଚାଇ କ୍ୟାରିୟରକୁ ବାଜି ଲଗାଇଫେରିଆସିଥିବା ଷ୍ଟୁଡେଣ୍ଟକୁ ସାହାଯ୍ୟ କରିବାକୁ ମନା କରି ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଲେ ୨୭ରାଜ୍ୟ ସଭା ସଦସ୍ୟ

ନୂଆଦିଲ୍ଲୀ,୧୮ା୭: ରାଜ୍ୟ ସଭାକୁ ନୂଆ କରି ନିର୍ବାଚିତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ, ପ୍ରଫୁଲ ପଟେଲ, କ୍ରିକେଟର ହର୍‌ଭଜନ ସିଂ ପ୍ରମୁଖଙ୍କ ସମେତ ୨୭...

ମେହବୁବାଙ୍କ ଅଟକକୁ ନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୭ା୨(ଆଇଏଏନ୍‌ଏସ୍‌): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକକୁ ନେଇ ସୁପ୍ରିମକୋର୍ଟ ବୁଧବାର ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ ଜାରି କରିଛନ୍ତି। ସାଧାରଣ ନିରାପତ୍ତା...

ଅନୁପ୍ରବେଶ ଅପେକ୍ଷାରେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ/ଶ୍ରୀନଗର,୨୭ା୪: କରୋନା ମହାମାରୀକୁ ଅଣଦେଖା କରି ପାକିସ୍ତାନ ଭାରତ ଭିତରକୁ ଆତଙ୍କବାଦୀ ପଠାଇ କ୍ଷତି କରିବା ଲାଗି ପ୍ରୟାସ କରୁଛି। ପ୍ରାୟ ୩୦୦ ଆତଙ୍କବାଦୀ ‘ପିଓକେ’ର...

ଲଦାଖରେ ଶକ୍ତି ବଢ଼ାଇଲା ଭାରତ

ନୂଆଦିଲ୍ଲୀ, ୧୭ା୮: ଚାଇନା ପଟୁ ବଢ଼ୁଥିବା ଚ୍ୟାଲେଞ୍ଜକୁ ସାମ୍‌ନା କରିବା ପାଇଁ ଭାରତୀୟ ସେନା ଲଦାଖ ନିକଟରେ ସାମରିକ କ୍ଷମତା ବଢ଼ାଇଛି। ବାସ୍ତବ ନିୟନ୍ତ୍ରଣ ରେଖା...

ବାବା ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌

ନାଗପୁର,୨୫।୧: ଅନ୍ଧବିଶ୍ୱାସ ବିସ୍ତାର ପ୍ରସଙ୍ଗରେ ନାଗପୁର ପୋଲିସ ବାଗେଶ୍ୱର ଧାମର ପୀଠାଧୀଶ ପଣ୍ଡିତ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ପ୍ରଦାନ କରିଛି। ନାଗପୁର ପୋଲିସ କହିଛି ଯେ,...

ପ୍ରଶାନ୍ତ କିଶୋର ଆରମ୍ଭ କରିବେ ‘ବାତ୍‌ ବିହାର କି’ କାର୍ଯ୍ୟକ୍ରମ

ପାଟନା,୧୮।୨: ଦିଲ୍ଲୀରେ ଅରବିନ୍ଦ କେଜରିଓ୍ବାଙ୍କ ନେତୃତ୍ୱାଧିନ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ବିଜୟ ପରେ ଶ୍ରେୟ ନେଇଛନ୍ତି ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର। ମଙ୍ଗଳବାର...

ଭାଜପା ବିଧାୟକ କହିଲେ, ପ୍ରଜ୍ଞାଙ୍କୁ ସଲାମ, ଗଡ୍‌ସେ ହେଉଛନ୍ତି ଅସଲ ଦେଶଭକ୍ତ

ଗୁଆହାଟୀ,୨୯।୧୧: ଭାଜପା ଏମ୍‌ପି ସ୍ବାଧୀ ପ୍ରଜ୍ଞା ଠାକୁର ପରେ ଆଉ ଜଣେ ଭାଜପା ବିଧାୟକ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଦେଶଭକ୍ତ କହିଛନ୍ତି। ଆସାମର...

ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ଶୁଭେନ୍ଦୁ ଅଧିକାରୀ

କୋଲକତା,୨୭।୧୧:ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ମୁଖମ୍ୟନ୍ତ୍ରୀ ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଇଛନ୍ତି। ନାଗରିକ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ସେ...

Advertisement
Archives

Model This Week