Posted inଜାତୀୟ

ରେଲଓ୍ବେର ପ୍ରମୁଖ ମ୍ୟାନେଜମେଣ୍ଟ ସିଷ୍ଟମକୁ ସଂରକ୍ଷିତ ଘୋଷଣା କଲେ ସରକାର, କ୍ଷତି ଘଟାଇଲେ ୧୦ବର୍ଷ ଜେଲ୍‌

ନୂଆଦିଲ୍ଲୀ,୩୦।୮: ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ଅନୁଯାୟୀ କେନ୍ଦ୍ର ସରକାର ଉତ୍ତର ମଧ୍ୟ ରେଲଓ୍ବେ ଯାତାୟାତ ନିୟନ୍ତ୍ରଣ ଓ ମଧ୍ୟ ତଥା ପଶ୍ଚିମ ରେଲଓ୍ବେ ଟ୍ରେନ ମ୍ୟାନେଜମେଣ୍ଟ ସିଷ୍ଟମକୁ ସଂରକ୍ଷିତ ଘୋଷଣା କରିଛନ୍ତି। ଆଇଟି ଆକ୍ଟ ଅନୁଯାୟୀ, ଏକ ସଂରକ୍ଷିତ ସିଷ୍ଟମ ହେଉଛି କମ୍ପ୍ୟୁଟର ଉତ୍ସ ଯାହା ଅକ୍ଷମ କିମ୍ବା ତ୍ରୁଟିପୂର୍ଣ୍ଣମ। ତେବେ ଜାତୀୟ ସୁରକ୍ଷା, ଅର୍ଥନୀତି, ଜନସ୍ବାସ୍ଥ୍ୟ ଏବଂ ନିରାପତ୍ତା ଉପରେ ଏହା ପ୍ରତିକୂଳ ପ୍ରଭାବ ପକାଇପାରେ।

ନୂତନ ନିୟମ ଅନୁଯାୟୀ, ଆଇଟି ଆକ୍ଟର ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡରେ ଦଣ୍ଡିତ କରାଯାଇପାରେ। ତାଙ୍କ ଉପରେ ଜରିମାନା ମଧ୍ୟ ଲାଗୁ କରାଯାଇପାରେ।
ରେଲଓ୍ବେ ବୋର୍ଡ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣ ମଧ୍ୟ ରେଲଓ୍ବେର ଟ୍ରେନ ଧକ୍କା ଏଡାଇବା ସିଷ୍ଟମ କବଚକୁ ମଧ୍ୟ ଆଇଟି ଅଧିନିୟମ ଅନୁଯାୟୀ ସଂରକ୍ଷିତ ବ୍ୟବସ୍ଥା ଭାବରେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri