ରକ୍ଷାବନ୍ଧନ ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର ଦେବେ ସରକାର, ବଢିବ…

ନୂଆଦିଲ୍ଲୀ,୨୨।୭: ରକ୍ଷାବନ୍ଧନ ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନଙ୍କୁ ଭଲ ଖବର ମିଳିପାରେ। ସେମାନେ ବର୍ତ୍ତମାନର ସପ୍ତମ ବେତନ କମିଶନ ଅଧୀନରେ ଅତି କମରେ ଆଉ ଗୋଟିଏ DA (ମହାଙ୍ଗା ଭତ୍ତା) ପାଇପାରନ୍ତି।

ସଦ୍ୟତମ ମୁଦ୍ରାସ୍ଫୀତି ସଂଖ୍ୟାକୁ ଦେଖିଲେ, ଜୁଲାଇ ୨୦୨୫ରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ରୁ ୪ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା ଅଛି। ଏହା ଦେଶର କୋଟି କୋଟି କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଆଶ୍ୱସ୍ତି ପ୍ରଦାନ କରିବ।

ସାଧାରଣତଃ, ମହଙ୍ଗା ଭତ୍ତା ବୃଦ୍ଧି ବର୍ଷରେ ଦୁଇଥର ଫେବୃଆରୀ-ମାର୍ଚ୍ଚ ଏବଂ ସେପ୍ଟେମ୍ବର-ଅକ୍ଟୋବରରେ ଘୋଷଣା କରାଯାଏ, ଯାହା ଯଥାକ୍ରମେ ଜାନୁଆରୀ ଏବଂ ଜୁଲାଇରୁ ଲାଗୁ ହୁଏ। ଏହା କର୍ମଚାରୀମାନଙ୍କୁ ବର୍ଦ୍ଧିତ ମୁଦ୍ରାସ୍ଫୀତିର ମୁକାବିଲା କରିବାରେ ସାହାଯ୍ୟ କରେ। ଚଳିତ ବର୍ଷ ମାର୍ଚ୍ଚରେ ୨ ପ୍ରତିଶତ ବୃଦ୍ଧି ସହିତ, ବର୍ତ୍ତମାନର ଡିଏ ହାର ୫୫ ପ୍ରତିଶତ। ସରକାରୀ କର୍ମଚାରୀମାନଙ୍କୁ ଡିଏ ଦିଆଯାଇଥାଏ, ଯେତେବେଳେ ପେନସନଭୋଗୀଙ୍କୁ ଡିଆର ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri